Difference between revisions of "Linux/C2/File-System/Oriya"

From Script | Spoken-Tutorial
Jump to: navigation, search
 
(3 intermediate revisions by 2 users not shown)
Line 2: Line 2:
 
|'''Time'''
 
|'''Time'''
 
|'''Narration'''
 
|'''Narration'''
 +
 
|-
 
|-
 
| 00:00
 
| 00:00
 
||ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଉପରେ ସ୍ପୋକେନ୍ ଟ୍ୟୁଟୋରିଆଲ୍ କୁ ସ୍ୱାଗତ |
 
||ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଉପରେ ସ୍ପୋକେନ୍ ଟ୍ୟୁଟୋରିଆଲ୍ କୁ ସ୍ୱାଗତ |
 +
 
|-
 
|-
 
| 00:04
 
| 00:04
 
|| ମୁଁ ଉବୁଣ୍ଟୁ 10.04 ବ୍ୟବହାର କରୁଛି |
 
|| ମୁଁ ଉବୁଣ୍ଟୁ 10.04 ବ୍ୟବହାର କରୁଛି |
 +
 
|-
 
|-
 
| 00:07
 
| 00:07
 
|| ଲିନକ୍ସ୍ ଅପରେଟିଙ୍ଗ୍ ସିଷ୍ଟମ୍ ରେ କାମ ଆରମ୍ଭ କରିବା ଓ କମାଣ୍ଡ୍ ବିଷୟରେ ଆପଣଙ୍କର କିଛି ମୌଳିକ ଧାରଣା ଅଛି ବୋଲି ଆମେ ଭାବୁଛୁ |
 
|| ଲିନକ୍ସ୍ ଅପରେଟିଙ୍ଗ୍ ସିଷ୍ଟମ୍ ରେ କାମ ଆରମ୍ଭ କରିବା ଓ କମାଣ୍ଡ୍ ବିଷୟରେ ଆପଣଙ୍କର କିଛି ମୌଳିକ ଧାରଣା ଅଛି ବୋଲି ଆମେ ଭାବୁଛୁ |
 +
 
|-
 
|-
 
| 00:13
 
| 00:13
 
|| ଆପଣ ଯଦି ଆଗ୍ରହୀ, ତେବେ ଏହା http://spoken-tutorial.org ୱେବ୍ ସାଇଟ୍ ରେ ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ଉପଲବ୍ଧ ଅଛି |
 
|| ଆପଣ ଯଦି ଆଗ୍ରହୀ, ତେବେ ଏହା http://spoken-tutorial.org ୱେବ୍ ସାଇଟ୍ ରେ ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ଉପଲବ୍ଧ ଅଛି |
 +
 
|-
 
|-
 
| 00:25
 
| 00:25
 
|| ଲିନକ୍ସ୍, କେସ୍ ସେନ୍ସିଟିଭ୍ ବୋଲି ମଧ୍ୟ ମନେରଖନ୍ତୁ |
 
|| ଲିନକ୍ସ୍, କେସ୍ ସେନ୍ସିଟିଭ୍ ବୋଲି ମଧ୍ୟ ମନେରଖନ୍ତୁ |
 +
 
|-
 
|-
 
| 00:28
 
| 00:28
 
|| ଉଲ୍ଲେଖ କରାଯାଇନଥିଲେ, ଏହି ଟ୍ୟୁଟୋରିଆଲ୍ ରେ ବ୍ୟବହୃତ ହେଉଥିବା ସମସ୍ତ କମାଣ୍ଡ୍ ଛୋଟ ଅକ୍ଷରରେ ଥାଏ |
 
|| ଉଲ୍ଲେଖ କରାଯାଇନଥିଲେ, ଏହି ଟ୍ୟୁଟୋରିଆଲ୍ ରେ ବ୍ୟବହୃତ ହେଉଥିବା ସମସ୍ତ କମାଣ୍ଡ୍ ଛୋଟ ଅକ୍ଷରରେ ଥାଏ |
 +
 
|-
 
|-
 
| 00:36
 
| 00:36
 
|| ଲିନକ୍ସ୍ ରେ ପ୍ରାୟ ସବୁକିଛି ହେଉଛି ଫାଇଲ୍ |
 
|| ଲିନକ୍ସ୍ ରେ ପ୍ରାୟ ସବୁକିଛି ହେଉଛି ଫାଇଲ୍ |
 +
 
|-
 
|-
 
| 00:39
 
| 00:39
 
||ତେବେ ଫାଇଲ୍ କ’ଣ? ବାସ୍ତବ ଜୀବନରେ ଆମେ ନିଜର ଡକ୍ୟୁମେଣ୍ଟ୍ ଓ ପେପର୍ ଫାଇଲ୍ ରେ ରଖିଥାଉ ବୋଲି ଜାଣିଛେ |
 
||ତେବେ ଫାଇଲ୍ କ’ଣ? ବାସ୍ତବ ଜୀବନରେ ଆମେ ନିଜର ଡକ୍ୟୁମେଣ୍ଟ୍ ଓ ପେପର୍ ଫାଇଲ୍ ରେ ରଖିଥାଉ ବୋଲି ଜାଣିଛେ |
 +
 
|-
 
|-
 
| 00:47
 
| 00:47
 
|| ସେହିଭଳି ଲିନକ୍ସ୍ ରେ ଏକ ଫାଇଲ୍ ହେଉଛି ସୂଚନା ଷ୍ଟୋରିଙ୍ଗ୍ ପାଇଁ ଏକ ଧାରକ |
 
|| ସେହିଭଳି ଲିନକ୍ସ୍ ରେ ଏକ ଫାଇଲ୍ ହେଉଛି ସୂଚନା ଷ୍ଟୋରିଙ୍ଗ୍ ପାଇଁ ଏକ ଧାରକ |
 +
 
|-
 
|-
 
| 00:53
 
| 00:53
 
|| ଏକ ଡିରେକ୍ଟୋରୀ କ’ଣ?
 
|| ଏକ ଡିରେକ୍ଟୋରୀ କ’ଣ?
 +
 
|-
 
|-
 
| 00:56
 
| 00:56
 
|| ଫାଇଲ୍ ର ଓ ଅନ୍ୟ (ସବ୍) ଡିରେକ୍ଟୋରୀଗୁଡିକର ସଂଗ୍ରହ ସ୍ଥାନକୁ ଆମେ ଡିରେକ୍ଟୋରୀ ବୋଲି ବୁଝିପାରିବା |  
 
|| ଫାଇଲ୍ ର ଓ ଅନ୍ୟ (ସବ୍) ଡିରେକ୍ଟୋରୀଗୁଡିକର ସଂଗ୍ରହ ସ୍ଥାନକୁ ଆମେ ଡିରେକ୍ଟୋରୀ ବୋଲି ବୁଝିପାରିବା |  
 +
 
|-
 
|-
 
| 01:02
 
| 01:02
 
|| ବ୍ୟବସ୍ଥିତ ଢଙ୍ଗରେ ଫାଇଲ୍ ଗୁଡିକ ସଂଗଠିତ କରିବାରେ ଡିରେକ୍ଟୋରୀ ସାହାଯ୍ୟ କରେ |
 
|| ବ୍ୟବସ୍ଥିତ ଢଙ୍ଗରେ ଫାଇଲ୍ ଗୁଡିକ ସଂଗଠିତ କରିବାରେ ଡିରେକ୍ଟୋରୀ ସାହାଯ୍ୟ କରେ |
 +
 
|-
 
|-
 
| 01:08
 
| 01:08
 
|| ଏହା ୱିଣ୍ଡୋଜ୍ ର ଫୋଲ୍ଡର୍ ପରି |
 
|| ଏହା ୱିଣ୍ଡୋଜ୍ ର ଫୋଲ୍ଡର୍ ପରି |
 +
 
|-
 
|-
 
| 01:12
 
| 01:12
 
|| ୟୁଜର୍ ମାନେ ନିଜ ଫାଇଲ୍ସ ସହ ନିଜର ଡିରେକ୍ଟୋରୀଗୁଡିକ ରଖିପାରିବେ, ଯାହା ଅନ୍ୟମାନେ ଆକ୍ସେସ୍ କିମ୍ୱା ପରିବର୍ତ୍ତନ କରିପାରିବେ ନାହିଁ |
 
|| ୟୁଜର୍ ମାନେ ନିଜ ଫାଇଲ୍ସ ସହ ନିଜର ଡିରେକ୍ଟୋରୀଗୁଡିକ ରଖିପାରିବେ, ଯାହା ଅନ୍ୟମାନେ ଆକ୍ସେସ୍ କିମ୍ୱା ପରିବର୍ତ୍ତନ କରିପାରିବେ ନାହିଁ |
 +
 
|-
 
|-
 
| 01:20
 
| 01:20
 
|| ଅଧିକନ୍ତୁ, ଯଦି କୌଣସି ଡିରେକ୍ଟୋରୀ ନଥାଏ, ତେବେ ସିଷ୍ଟମ୍ ରେ ସମସ୍ତ ଫାଇଲ୍ କୁ ସ୍ୱତନ୍ତ୍ର ନାମ ରଖିବାକୁ ହେବ, ଯାହା ମେଣ୍ଟେନ୍ କରିବା କଷ୍ଟକର |
 
|| ଅଧିକନ୍ତୁ, ଯଦି କୌଣସି ଡିରେକ୍ଟୋରୀ ନଥାଏ, ତେବେ ସିଷ୍ଟମ୍ ରେ ସମସ୍ତ ଫାଇଲ୍ କୁ ସ୍ୱତନ୍ତ୍ର ନାମ ରଖିବାକୁ ହେବ, ଯାହା ମେଣ୍ଟେନ୍ କରିବା କଷ୍ଟକର |
 +
 
|-
 
|-
 
| 01:31
 
| 01:31
 
|| ଯଦିଓ ଫାଇଲ୍ସ ଓ ଡିରେକ୍ଟୋରୀସ୍ ବିଷୟରେ ସାଧାରଣ ଜ୍ଞାନ ପାଇବା ପାଇଁ ଏହି ସଜ୍ଞାଗୁଡିକ ଉତ୍ତମ, କିନ୍ତୁ ସଂପୂର୍ଣ୍ଣ ରୂପେ ଠିକ୍ ନୁହେଁ |   
 
|| ଯଦିଓ ଫାଇଲ୍ସ ଓ ଡିରେକ୍ଟୋରୀସ୍ ବିଷୟରେ ସାଧାରଣ ଜ୍ଞାନ ପାଇବା ପାଇଁ ଏହି ସଜ୍ଞାଗୁଡିକ ଉତ୍ତମ, କିନ୍ତୁ ସଂପୂର୍ଣ୍ଣ ରୂପେ ଠିକ୍ ନୁହେଁ |   
 +
 
|-
 
|-
 
| 01:42
 
| 01:42
 
|| ତତସମେତ ଫାଇଲ୍ ର କଣ୍ଟେଣ୍ଟ୍, ରେ ଏକ ନାମ ଓ କିଛି ପ୍ରପର୍ଟି କିମ୍ୱା ’ଆଡମିନିଷ୍ଟ୍ରେଟିଭ୍ ଇନ୍ଫର୍ମେସନ୍” ଥାଏ, ଯାହା ହେଉଛି ଫାଇଲ୍ ର କ୍ରିଏଶନ୍/ମୋଡିଫିକେଶନ୍ ତାରିଖ ଓ ତାହାର ଅନୁମତି |
 
|| ତତସମେତ ଫାଇଲ୍ ର କଣ୍ଟେଣ୍ଟ୍, ରେ ଏକ ନାମ ଓ କିଛି ପ୍ରପର୍ଟି କିମ୍ୱା ’ଆଡମିନିଷ୍ଟ୍ରେଟିଭ୍ ଇନ୍ଫର୍ମେସନ୍” ଥାଏ, ଯାହା ହେଉଛି ଫାଇଲ୍ ର କ୍ରିଏଶନ୍/ମୋଡିଫିକେଶନ୍ ତାରିଖ ଓ ତାହାର ଅନୁମତି |
 +
 
|-
 
|-
 
| 01:55
 
| 01:55
 
|| ପ୍ରପର୍ଟିଗୁଡିକ ଫାଇଲ୍ ର ଆଇନୋଡ୍ ନାମକ ଫାଇଲ୍ ସିଷ୍ଟମ୍ ର ଏକ ସ୍ୱତନ୍ତ୍ର ଡାଟା ବ୍ଲକ୍ ରେ ରହିଥାଏ, ଯେଉଁଥିରେ ଫାଇଲ୍ ର ଦୈର୍ଘ୍ୟ ଓ ଡିସ୍କ୍ ରେ ଏହାର ସ୍ଥାନର ସୂଚନା ଥାଏ |   
 
|| ପ୍ରପର୍ଟିଗୁଡିକ ଫାଇଲ୍ ର ଆଇନୋଡ୍ ନାମକ ଫାଇଲ୍ ସିଷ୍ଟମ୍ ର ଏକ ସ୍ୱତନ୍ତ୍ର ଡାଟା ବ୍ଲକ୍ ରେ ରହିଥାଏ, ଯେଉଁଥିରେ ଫାଇଲ୍ ର ଦୈର୍ଘ୍ୟ ଓ ଡିସ୍କ୍ ରେ ଏହାର ସ୍ଥାନର ସୂଚନା ଥାଏ |   
 +
 
|-
 
|-
 
| 02:08
 
| 02:08
 
|| ସିଷ୍ଟମ୍ ଟି ଫାଇଲ୍ ର ଆଇନୋଡ୍ ସଂଖ୍ୟା ବ୍ୟବହାର କରିଥାଏ; ବୃହତ ସଂଖ୍ୟା ଅପେକ୍ଷା ନାମ ମନେରଖିବା ସହଜ ହେଉଥିବାରୁ ଡିରେକ୍ଟୋରୀ ସଂରଚନାଟି ଆମର ସୁବିଧା ପାଇଁ ଫାଇଲ୍ ର ନାମକରଣ କରେ |
 
|| ସିଷ୍ଟମ୍ ଟି ଫାଇଲ୍ ର ଆଇନୋଡ୍ ସଂଖ୍ୟା ବ୍ୟବହାର କରିଥାଏ; ବୃହତ ସଂଖ୍ୟା ଅପେକ୍ଷା ନାମ ମନେରଖିବା ସହଜ ହେଉଥିବାରୁ ଡିରେକ୍ଟୋରୀ ସଂରଚନାଟି ଆମର ସୁବିଧା ପାଇଁ ଫାଇଲ୍ ର ନାମକରଣ କରେ |
 +
 
|-
 
|-
 
|02:23
 
|02:23
 
|| ଏହାର ଅତି ସରଳ ସଜ୍ଞା ବିପରୀତେ, ଏକ ଡିରେକ୍ଟୋରୀ ବାସ୍ତବରେ ଅନ୍ୟ ଫାଇଲ୍ ଷ୍ଟୋର୍ କରେ ନାହିଁ, ଏହା ହେଉଛି ନିଜେ ଗୋଟିଏ ଫାଇଲ୍, ଯେଉଁଥିରେ ଆଇନୋଡ୍ ସଂଖ୍ୟା ଓ ନାମ ରହିଥାଏ |  
 
|| ଏହାର ଅତି ସରଳ ସଜ୍ଞା ବିପରୀତେ, ଏକ ଡିରେକ୍ଟୋରୀ ବାସ୍ତବରେ ଅନ୍ୟ ଫାଇଲ୍ ଷ୍ଟୋର୍ କରେ ନାହିଁ, ଏହା ହେଉଛି ନିଜେ ଗୋଟିଏ ଫାଇଲ୍, ଯେଉଁଥିରେ ଆଇନୋଡ୍ ସଂଖ୍ୟା ଓ ନାମ ରହିଥାଏ |  
 +
 
|-
 
|-
 
| 02:37
 
| 02:37
 
|| ବାସ୍ତବରେ ଲିନକ୍ସ୍ ରେ ତିନିପ୍ରକାର ଫାଇଲ୍ ଥାଏ :
 
|| ବାସ୍ତବରେ ଲିନକ୍ସ୍ ରେ ତିନିପ୍ରକାର ଫାଇଲ୍ ଥାଏ :
 +
 
|-
 
|-
 
| 02:41
 
| 02:41
 
||1 ନିୟମିତ ଫାଇଲ୍ କିମ୍ୱା ସାଧାରଣ ଫାଇଲ୍ : କ୍ୟାରେକ୍ଟର୍ ଷ୍ଟ୍ରିମ୍ ଭାବରେ ଏଥିରେ କେବଳ ଡାଟା ଥାଏ |
 
||1 ନିୟମିତ ଫାଇଲ୍ କିମ୍ୱା ସାଧାରଣ ଫାଇଲ୍ : କ୍ୟାରେକ୍ଟର୍ ଷ୍ଟ୍ରିମ୍ ଭାବରେ ଏଥିରେ କେବଳ ଡାଟା ଥାଏ |
 +
 
|-
 
|-
 
| 02:48
 
| 02:48
 
||2 ଡିରେକ୍ଟୋରୀ: ଯେପରି ଆମେ ପୂର୍ବ ସ୍ଲାଇଡ୍ ଗୁଡ଼ିକରେ ଦେଖିଲେ  
 
||2 ଡିରେକ୍ଟୋରୀ: ଯେପରି ଆମେ ପୂର୍ବ ସ୍ଲାଇଡ୍ ଗୁଡ଼ିକରେ ଦେଖିଲେ  
 +
 
|-
 
|-
 
| 02:52
 
| 02:52
Line 78: Line 102:
 
| 02:59
 
| 02:59
 
|| CD, ହାର୍ଡ୍ ଡିସ୍କ୍ କିମ୍ବା ଏକ usb ଷ୍ଟିକ୍ ହେଉନା କାହିଁକି, ଲିନକ୍ସ୍ ରେ ସବୁ ଫାଇଲ୍ ଅଟେ | କିନ୍ତୁ ଏପରି କାହିଁକି? ଏହା, ସାଧାରଣ ଫାଇଲ୍ ଗୁଡ଼ିକ ଭଳି ଏହିସବୁ ଡିଭାଇସ୍ ରେ ରିଡ୍ ଓ ରାଇଟ୍ କରିବାରେ ସାହାଯ୍ୟ କରେ |
 
|| CD, ହାର୍ଡ୍ ଡିସ୍କ୍ କିମ୍ବା ଏକ usb ଷ୍ଟିକ୍ ହେଉନା କାହିଁକି, ଲିନକ୍ସ୍ ରେ ସବୁ ଫାଇଲ୍ ଅଟେ | କିନ୍ତୁ ଏପରି କାହିଁକି? ଏହା, ସାଧାରଣ ଫାଇଲ୍ ଗୁଡ଼ିକ ଭଳି ଏହିସବୁ ଡିଭାଇସ୍ ରେ ରିଡ୍ ଓ ରାଇଟ୍ କରିବାରେ ସାହାଯ୍ୟ କରେ |
 +
 
|-
 
|-
 
| 03:15
 
| 03:15
 
|| ଆମମାନଙ୍କ ଭଳି ଲିନକ୍ସ୍ ରେ ସବୁ ଫାଇଲ୍ ପରସ୍ପର ସହିତ ମିଶି ଏକ ପରିବାର ଗଠନ କରିଥାନ୍ତି |
 
|| ଆମମାନଙ୍କ ଭଳି ଲିନକ୍ସ୍ ରେ ସବୁ ଫାଇଲ୍ ପରସ୍ପର ସହିତ ମିଶି ଏକ ପରିବାର ଗଠନ କରିଥାନ୍ତି |
 +
 
|-
 
|-
 
| 03:22
 
| 03:22
 
|| ଏକ ଡିରେକ୍ଟୋରୀରେ ଥିବା କିଛି ଫାଇଲ୍ ଓ ସବ୍ ଡିରେକ୍ଟୋରୀ ମଧ୍ୟରେ ପ୍ୟାରେଣ୍ଟ୍-ଚାଇଲ୍ଡ୍ ସମ୍ପର୍କ ଥାଏ | ଏହା, ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଟ୍ରୀ ଗଠନ କରିଥାଏ |
 
|| ଏକ ଡିରେକ୍ଟୋରୀରେ ଥିବା କିଛି ଫାଇଲ୍ ଓ ସବ୍ ଡିରେକ୍ଟୋରୀ ମଧ୍ୟରେ ପ୍ୟାରେଣ୍ଟ୍-ଚାଇଲ୍ଡ୍ ସମ୍ପର୍କ ଥାଏ | ଏହା, ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଟ୍ରୀ ଗଠନ କରିଥାଏ |
 +
 
|-
 
|-
 
| 03:34
 
| 03:34
 
|| ଶୀର୍ଷରେ ରୁଟ୍(ଫ୍ରଣ୍ଟ୍ ସ୍ଲାସ୍ ଦ୍ୱାରା ଚିହ୍ନିତ) ଅଛି | ଏଥିରେ ଅନ୍ୟ ସମସ୍ତ ଫାଇଲ୍ ଓ ଡିରେକ୍ଟୋରୀ ରହିଥାଏ |
 
|| ଶୀର୍ଷରେ ରୁଟ୍(ଫ୍ରଣ୍ଟ୍ ସ୍ଲାସ୍ ଦ୍ୱାରା ଚିହ୍ନିତ) ଅଛି | ଏଥିରେ ଅନ୍ୟ ସମସ୍ତ ଫାଇଲ୍ ଓ ଡିରେକ୍ଟୋରୀ ରହିଥାଏ |
 +
 
|-
 
|-
 
| 03:42
 
| 03:42
 
|| ସଠିକ ପାଥ୍ ଜାଣିଥିଲେ, ଗୋଟିଏ ଫାଇଲ୍ ବା ଡିରେକ୍ଟୋରୀରୁ ଅନ୍ୟକୁ ସହଜ ନେଭିଗେଶନ୍ କରିବାରେ ମଧ୍ୟ ଏହା ସାହାଯ୍ୟ କରେ |
 
|| ସଠିକ ପାଥ୍ ଜାଣିଥିଲେ, ଗୋଟିଏ ଫାଇଲ୍ ବା ଡିରେକ୍ଟୋରୀରୁ ଅନ୍ୟକୁ ସହଜ ନେଭିଗେଶନ୍ କରିବାରେ ମଧ୍ୟ ଏହା ସାହାଯ୍ୟ କରେ |
 +
 
|-
 
|-
 
| 03:51
 
| 03:51
 
|| ଆମେ ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ସହିତ କାମ କରିବାବେଳେ, ଏହି ଟ୍ରୀ ମଧ୍ୟରେ ଗତି କରିବା ଭଳି ଲାଗେ |
 
|| ଆମେ ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ସହିତ କାମ କରିବାବେଳେ, ଏହି ଟ୍ରୀ ମଧ୍ୟରେ ଗତି କରିବା ଭଳି ଲାଗେ |
 +
 
|-
 
|-
 
| 03:56
 
| 03:56
 
|| ଗୋଟିଏ କମାଣ୍ଡ୍ ରେ ଆପଣ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଟେଲିପୋର୍ଟ୍ କରନ୍ତି |
 
|| ଗୋଟିଏ କମାଣ୍ଡ୍ ରେ ଆପଣ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଟେଲିପୋର୍ଟ୍ କରନ୍ତି |
 +
 
|-
 
|-
 
| 04:01
 
| 04:01
 
|| ରୋଚକ ଲାଗୁଛି!! ନିଶ୍ଚିତରେ ଏହା ଏପରି | ଯେମିତି କି ଆମେ ଦେଖିବା |
 
|| ରୋଚକ ଲାଗୁଛି!! ନିଶ୍ଚିତରେ ଏହା ଏପରି | ଯେମିତି କି ଆମେ ଦେଖିବା |
 +
 
|-
 
|-
 
| 04:05
 
| 04:05
 
|| ଲିନକ୍ସ୍ ରେ ଲଗ୍ଇନ୍ କଲେ ବାଇ ଡିଫଲ୍ଟ୍ ଆମେ ହୋମ୍ ଡିରେକ୍ଟୋରୀରେ ଥାଉ |
 
|| ଲିନକ୍ସ୍ ରେ ଲଗ୍ଇନ୍ କଲେ ବାଇ ଡିଫଲ୍ଟ୍ ଆମେ ହୋମ୍ ଡିରେକ୍ଟୋରୀରେ ଥାଉ |
 +
 
|-
 
|-
 
| 04:11
 
| 04:11
 
|| ଏବେ, ଟର୍ମିନାଲ୍ କୁ ଯାଆନ୍ତୁ |
 
|| ଏବେ, ଟର୍ମିନାଲ୍ କୁ ଯାଆନ୍ତୁ |
 +
 
|-
 
|-
 
| 04:13
 
| 04:13
 
|| ଟର୍ମିନାଲ୍ ଆରମ୍ଭ କରିବାକୁ Ctrl+alt+T ସାହାଯ୍ୟ କରେ |
 
|| ଟର୍ମିନାଲ୍ ଆରମ୍ଭ କରିବାକୁ Ctrl+alt+T ସାହାଯ୍ୟ କରେ |
 +
 
|-
 
|-
 
| 04:17
 
| 04:17
 
|| ଅବଶ୍ୟ, ଏହି କମାଣ୍ଡ୍, ସମସ୍ତ ୟୁନିକ୍ସ୍ ସିଷ୍ଟମ୍ ରେ କାମ କରିନପାରେ | ଟର୍ମିନାଲ୍ ଖୋଲିବାର ଏକ ସାଧାରଣ ପ୍ରକ୍ରିୟା ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ବର୍ଣ୍ଣିତ ହୋଇଛି |
 
|| ଅବଶ୍ୟ, ଏହି କମାଣ୍ଡ୍, ସମସ୍ତ ୟୁନିକ୍ସ୍ ସିଷ୍ଟମ୍ ରେ କାମ କରିନପାରେ | ଟର୍ମିନାଲ୍ ଖୋଲିବାର ଏକ ସାଧାରଣ ପ୍ରକ୍ରିୟା ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ବର୍ଣ୍ଣିତ ହୋଇଛି |
 +
 
|-
 
|-
 
| 04:27
 
| 04:27
 
||ହୋମ୍ ଡିରେକ୍ଟୋରୀ ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "ଇକୋ ସ୍ପେସ୍ ଡଲାର୍ କ୍ୟାପିଟାଲ୍ ରେ H-O-M-E ଟାଇପ୍ କରି" ଏଣ୍ଟର୍ ଦାବନ୍ତୁ |
 
||ହୋମ୍ ଡିରେକ୍ଟୋରୀ ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "ଇକୋ ସ୍ପେସ୍ ଡଲାର୍ କ୍ୟାପିଟାଲ୍ ରେ H-O-M-E ଟାଇପ୍ କରି" ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 04:40
 
| 04:40
 
|| ଏହା ହୋମ୍ ଡିରେକ୍ଟୋରୀର ପାଥ୍ ନେମ୍ ଦିଏ |
 
|| ଏହା ହୋମ୍ ଡିରେକ୍ଟୋରୀର ପାଥ୍ ନେମ୍ ଦିଏ |
 +
 
|-
 
|-
 
| 04:44
 
| 04:44
 
|| ଆମେ ଗୋଟିଏ ଡିରେକ୍ଟୋରୀରୁ ଅନ୍ୟକୁ ଯାଇପାରିବା |
 
|| ଆମେ ଗୋଟିଏ ଡିରେକ୍ଟୋରୀରୁ ଅନ୍ୟକୁ ଯାଇପାରିବା |
 +
 
|-
 
|-
 
| 04:47
 
| 04:47
 
|| ମାତ୍ର, ଯେକୌଣସି ସମୟରେ ଆମେ ଗୋଟିଏ ଡିରେକ୍ଟୋରୀରେ ରହିପାରୁ ଓ ଏହି ଡିରେକ୍ଟୋରୀକୁ କରେଣ୍ଟ୍ ଡିରେକ୍ଟୋରୀ ବା ୱର୍କିଂ ଡିରେକ୍ଟୋରୀ କୁହାଯାଏ | ଏବେ ସ୍ଲାଇଡ୍ସକୁ ଫେରିଯିବା |
 
|| ମାତ୍ର, ଯେକୌଣସି ସମୟରେ ଆମେ ଗୋଟିଏ ଡିରେକ୍ଟୋରୀରେ ରହିପାରୁ ଓ ଏହି ଡିରେକ୍ଟୋରୀକୁ କରେଣ୍ଟ୍ ଡିରେକ୍ଟୋରୀ ବା ୱର୍କିଂ ଡିରେକ୍ଟୋରୀ କୁହାଯାଏ | ଏବେ ସ୍ଲାଇଡ୍ସକୁ ଫେରିଯିବା |
 +
 
|-
 
|-
 
| 04:56
 
| 04:56
 
|| କରେଣ୍ଟ୍ ଡିରେକ୍ଟୋରୀ ଦେଖିବା ପାଇଁ ଆମକୁ ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ ବା pwd କମାଣ୍ଡ୍ ସାହାଯ୍ୟ କରେ |
 
|| କରେଣ୍ଟ୍ ଡିରେକ୍ଟୋରୀ ଦେଖିବା ପାଇଁ ଆମକୁ ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ ବା pwd କମାଣ୍ଡ୍ ସାହାଯ୍ୟ କରେ |
 +
 
|-
 
|-
 
| 05:03
 
| 05:03
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "pwd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଏବେ, ଏହା ହେଉଛି ଆମର ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ |
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "pwd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଏବେ, ଏହା ହେଉଛି ଆମର ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ |
 +
 
|-
 
|-
 
| 05:13
 
| 05:13
 
|| ଗୋଟିଏ ରୁ ଅନ୍ୟଏକ ଡିରେକ୍ଟୋରୀକୁ ଯାଇପାରିବା ବୋଲି ଆମେ କହିସାରିଛୁ |
 
|| ଗୋଟିଏ ରୁ ଅନ୍ୟଏକ ଡିରେକ୍ଟୋରୀକୁ ଯାଇପାରିବା ବୋଲି ଆମେ କହିସାରିଛୁ |
 +
 
|-
 
|-
 
| 05:17
 
| 05:17
 
|| ମାତ୍ର ଏହା କିପରି କରିବା? ଏଥିପାଇଁ ଏକ cd କମାଣ୍ଡ୍ ଅଛି |
 
|| ମାତ୍ର ଏହା କିପରି କରିବା? ଏଥିପାଇଁ ଏକ cd କମାଣ୍ଡ୍ ଅଛି |
 +
 
|-
 
|-
 
| 05:22
 
| 05:22
 
|| ଆମ ଇପ୍ସିତ ଡିରେକ୍ଟୋରୀକୁ ଯିବାପାଇଁ cd କମାଣ୍ଡ୍ ପରେ ଡିରେକ୍ଟୋରୀର ପାଥ୍ ନେମ୍ ଟାଇପ୍ କରିବାକୁ ପଡିବ |
 
|| ଆମ ଇପ୍ସିତ ଡିରେକ୍ଟୋରୀକୁ ଯିବାପାଇଁ cd କମାଣ୍ଡ୍ ପରେ ଡିରେକ୍ଟୋରୀର ପାଥ୍ ନେମ୍ ଟାଇପ୍ କରିବାକୁ ପଡିବ |
 +
 
|-
 
|-
 
| 05:28
 
| 05:28
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ pwd ଟାଇପ୍ କରି ଓ ଏଣ୍ଟର୍ ଦାବି ପୁଣିଥରେ ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା |
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ pwd ଟାଇପ୍ କରି ଓ ଏଣ୍ଟର୍ ଦାବି ପୁଣିଥରେ ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା |
 +
 
|-
 
|-
 
|05:37
 
|05:37
 
||ଏବେ, ଆମେ ଏହି ଡିରେକ୍ଟୋରୀକୁ ଆସିଗଲୁ |
 
||ଏବେ, ଆମେ ଏହି ଡିରେକ୍ଟୋରୀକୁ ଆସିଗଲୁ |
 +
 
|-
 
|-
 
| 05:41
 
| 05:41
 
||ମନେକରନ୍ତୁ, ଏବେ ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଯିବାକୁ ଚାହୁଁଛେ | ତେଣୁ, “cd ସ୍ପେସ୍ ସ୍ଲାସ୍ usr” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ମନେରଖନ୍ତୁ, ଲିନକ୍ସ୍ ରେ ସ୍ଲାସ୍ ର ଅର୍ଥ ହେଉଛି ଫ୍ରଣ୍ଟ୍ ସ୍ଲାସ୍ |
 
||ମନେକରନ୍ତୁ, ଏବେ ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଯିବାକୁ ଚାହୁଁଛେ | ତେଣୁ, “cd ସ୍ପେସ୍ ସ୍ଲାସ୍ usr” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ମନେରଖନ୍ତୁ, ଲିନକ୍ସ୍ ରେ ସ୍ଲାସ୍ ର ଅର୍ଥ ହେଉଛି ଫ୍ରଣ୍ଟ୍ ସ୍ଲାସ୍ |
 +
 
|-
 
|-
 
| 05:56
 
| 05:56
 
|| ଏବେ, ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| ଏବେ, ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 06:03
 
| 06:03
 
|| ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଆସିଯାଇଛୁ |
 
|| ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଆସିଯାଇଛୁ |
 +
 
|-
 
|-
 
| 06:08
 
| 06:08
 
|| ଏଠାରେ ସମସ୍ୟାଟି ହେଉଛି ପାଥ୍ ନାମ ଖୁବ୍ ଦୀର୍ଘ ହୋଇପାରେ, କାରଣ ଏଗୁଡିକ ଆବ୍ସୋଲ୍ୟୁଟ୍ ପାଥ୍ ନେମ୍, ଯେଉଁଥିରେ ରୁଟ୍ ଡିରେକ୍ଟୋରୀରୁ ଆରମ୍ଭ କରି ସମଗ୍ର ପାଥ୍ ରହିଥାଏ |
 
|| ଏଠାରେ ସମସ୍ୟାଟି ହେଉଛି ପାଥ୍ ନାମ ଖୁବ୍ ଦୀର୍ଘ ହୋଇପାରେ, କାରଣ ଏଗୁଡିକ ଆବ୍ସୋଲ୍ୟୁଟ୍ ପାଥ୍ ନେମ୍, ଯେଉଁଥିରେ ରୁଟ୍ ଡିରେକ୍ଟୋରୀରୁ ଆରମ୍ଭ କରି ସମଗ୍ର ପାଥ୍ ରହିଥାଏ |
 +
 
|-
 
|-
 
| 06:18
 
| 06:18
 
|| ଏହା ବଦଳରେ ଆମେ, କରେଣ୍ଟ୍ ଡିରେକ୍ଟୋରୀରୁ ଆରମ୍ଭ ହୋଇଥିବା ରିଲେଟିଭ୍ ପାଥ୍ ନାମ ବ୍ୟବହାର କରିପାରିବା |  
 
|| ଏହା ବଦଳରେ ଆମେ, କରେଣ୍ଟ୍ ଡିରେକ୍ଟୋରୀରୁ ଆରମ୍ଭ ହୋଇଥିବା ରିଲେଟିଭ୍ ପାଥ୍ ନାମ ବ୍ୟବହାର କରିପାରିବା |  
 +
 
|-
 
|-
 
| 06:23
 
| 06:23
 
||ଏଠାରେ ଆମକୁ ଦୁଇଟି ସ୍ୱତନ୍ତ୍ର କ୍ୟାରେକ୍ଟର୍ ଜାଣିବା ଆବଶ୍ୟକ |
 
||ଏଠାରେ ଆମକୁ ଦୁଇଟି ସ୍ୱତନ୍ତ୍ର କ୍ୟାରେକ୍ଟର୍ ଜାଣିବା ଆବଶ୍ୟକ |
 
“dot” ଯାହା କରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ ଓ '''dot dot''' ଯାହା କରେଣ୍ଟ୍ ଡିରେକ୍ଟୋରୀର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ |
 
“dot” ଯାହା କରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ ଓ '''dot dot''' ଯାହା କରେଣ୍ଟ୍ ଡିରେକ୍ଟୋରୀର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ |
 +
 
|-
 
|-
 
| 06:36
 
| 06:36
 
|| ଏବେ, cd କମାଣ୍ଡ୍ ଉପରେ ଏକ ସଂକ୍ଷିପ୍ତ ଆଲୋଚନା କରିବା |
 
|| ଏବେ, cd କମାଣ୍ଡ୍ ଉପରେ ଏକ ସଂକ୍ଷିପ୍ତ ଆଲୋଚନା କରିବା |
 +
 
|-
 
|-
 
| 06:40
 
| 06:40
 
|| ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ, କୌଣସି ଆର୍ଗ୍ୟୁମେଣ୍ଟ୍ ବିନା cd କମାଣ୍ଡ୍ ବ୍ୟବହୃତ ହୋଇଥାଏ |
 
|| ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ, କୌଣସି ଆର୍ଗ୍ୟୁମେଣ୍ଟ୍ ବିନା cd କମାଣ୍ଡ୍ ବ୍ୟବହୃତ ହୋଇଥାଏ |
 +
 
|-
 
|-
 
| 06:46
 
| 06:46
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 06:51
 
| 06:51
 
|| ଏବେ, pwd କମାଣ୍ଡ୍ ଦ୍ୱାରା  ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ |
 
|| ଏବେ, pwd କମାଣ୍ଡ୍ ଦ୍ୱାରା  ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ |
 +
 
|-
 
|-
 
| 06:55
 
| 06:55
||ବର୍ତ୍ତମାନ ଆମେ ହୋମ୍ ଡିରେକ୍ଟୋରୀକୁ ଫେରିଆସିଛେ
+
||ବର୍ତ୍ତମାନ ଆମେ ହୋମ୍ ଡିରେକ୍ଟୋରୀକୁ ଫେରିଆସିଛେ /home/gnuhata [ ନ୍ୟାରେସନ୍- ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା ]
<nowiki>/home/gnuhata [ ନ୍ୟାରେସନ୍- ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା ] </nowiki>
+
 
 
|-
 
|-
 
| 07:01
 
| 07:01
 
|| ଏବେ ମ୍ୟୁଜିକ୍ ଡିରେକ୍ଟୋରୀକୁ ଯିବା | କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ମ୍ୟୁଜିକ(କ୍ୟାପିଟାଲ୍ M) ସ୍ଲାସ୍" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ
 
|| ଏବେ ମ୍ୟୁଜିକ୍ ଡିରେକ୍ଟୋରୀକୁ ଯିବା | କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ମ୍ୟୁଜିକ(କ୍ୟାପିଟାଲ୍ M) ସ୍ଲାସ୍" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ
 +
 
|-
 
|-
 
| 07:13
 
| 07:13
 
|| pwd କମାଣ୍ଡ୍ ଦ୍ୱାରା ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଆମେ ଏବେ /home/gnuhata/Musicକୁ ଚାଲିଆସିଛେ |
 
|| pwd କମାଣ୍ଡ୍ ଦ୍ୱାରା ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଆମେ ଏବେ /home/gnuhata/Musicକୁ ଚାଲିଆସିଛେ |
 +
 
|-
 
|-
 
| 07:26
 
| 07:26
 
|| ମ୍ୟୁଜିକ୍ ରୁ ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଯିବା | ଏଥିପାଇଁ ଆପଣଙ୍କୁ ଡଟ୍ ଡଟ୍ ସହିତ cd କମାଣ୍ଡ୍ ବ୍ୟବହାର କରିବାକୁ ହେବ |
 
|| ମ୍ୟୁଜିକ୍ ରୁ ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଯିବା | ଏଥିପାଇଁ ଆପଣଙ୍କୁ ଡଟ୍ ଡଟ୍ ସହିତ cd କମାଣ୍ଡ୍ ବ୍ୟବହାର କରିବାକୁ ହେବ |
 +
 
|-
 
|-
 
| 07:33
 
| 07:33
 
|| କମାଣ୍ଡ୍ ପ୍ରମ୍ପ୍ଟ ରେ cd ସ୍ପେସ୍ ଡଟ୍ ଡଟ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| କମାଣ୍ଡ୍ ପ୍ରମ୍ପ୍ଟ ରେ cd ସ୍ପେସ୍ ଡଟ୍ ଡଟ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 07:40
 
| 07:40
 
|| ଏବେ pwd ଟାଇପ୍ କରି ଆମର ପ୍ରେଜେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ ପୁଣି /home/gnuhataରେ ଅଛେ |
 
|| ଏବେ pwd ଟାଇପ୍ କରି ଆମର ପ୍ରେଜେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ ପୁଣି /home/gnuhataରେ ଅଛେ |
 +
 
|-
 
|-
 
| 07:51
 
| 07:51
 
|| ଏବେ ଡଟ୍ ବ୍ୟବହାର କରି କରେଣ୍ଟ୍ ଡିରେକ୍ଟୋରୀର ସବ୍ ଡିରେକ୍ଟୋରୀକୁ ଯିବାକୁ ଚେଷ୍ଟା କରିବା |
 
|| ଏବେ ଡଟ୍ ବ୍ୟବହାର କରି କରେଣ୍ଟ୍ ଡିରେକ୍ଟୋରୀର ସବ୍ ଡିରେକ୍ଟୋରୀକୁ ଯିବାକୁ ଚେଷ୍ଟା କରିବା |
 +
 
|-
 
|-
 
| 07:58
 
| 07:58
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ cd ସ୍ପେସ୍ ଡଟ୍ ସ୍ଲାସ୍ ଡକ୍ୟୁମେଣ୍ଟ୍ସ୍(କ୍ୟାପିଟାଲ୍ D) ସ୍ଲାସ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ cd ସ୍ପେସ୍ ଡଟ୍ ସ୍ଲାସ୍ ଡକ୍ୟୁମେଣ୍ଟ୍ସ୍(କ୍ୟାପିଟାଲ୍ D) ସ୍ଲାସ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 08:09
 
| 08:09
 
|| pwd ଟାଇପ୍ କରି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhata/Documentsରେ ଅଛେ |
 
|| pwd ଟାଇପ୍ କରି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhata/Documentsରେ ଅଛେ |
 +
 
|-
 
|-
 
| 08:19
 
| 08:19
 
|| କଣ୍ଟ୍ରୋଲ୍ L ଦାବି ସ୍କ୍ରୀନ୍ କ୍ଲିଅର୍ କରିବି, ଯେଉଁଥିରୁ ଆପଣ ସ୍ପଷ୍ଟ ଭାବରେ ଦେଖିପାରିବେ |
 
|| କଣ୍ଟ୍ରୋଲ୍ L ଦାବି ସ୍କ୍ରୀନ୍ କ୍ଲିଅର୍ କରିବି, ଯେଉଁଥିରୁ ଆପଣ ସ୍ପଷ୍ଟ ଭାବରେ ଦେଖିପାରିବେ |
 +
 
|-
 
|-
 
| 08:23
 
| 08:23
 
||cd କମାଣ୍ଡ୍ ଦ୍ୱାରା ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ cd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
||cd କମାଣ୍ଡ୍ ଦ୍ୱାରା ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ cd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 08:32
 
| 08:32
 
|| pwd କମାଣ୍ଡ୍ ଦ୍ୱାରା ପୁଣି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhataକୁ ଫେରିଆସିଛେ |
 
|| pwd କମାଣ୍ଡ୍ ଦ୍ୱାରା ପୁଣି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhataକୁ ଫେରିଆସିଛେ |
 +
 
|-
 
|-
 
| 08:41
 
| 08:41
 
||<nowiki> ଏକ ରିଲେଟିଭ୍ ପାଥ୍ ରେ ଆମେ / [ନ୍ୟାରେସନ୍- ସ୍ଲାସ୍] ଦ୍ୱାରା ପୃଥକ ହୋଇଥିବା ଯେକୌଣସି ସଂଖ୍ୟକ .. [ନ୍ୟାରେସନ୍ – ଡଟ୍ ଡଟ୍] ଏକତ୍ର କରିପାରିବା | </nowiki>
 
||<nowiki> ଏକ ରିଲେଟିଭ୍ ପାଥ୍ ରେ ଆମେ / [ନ୍ୟାରେସନ୍- ସ୍ଲାସ୍] ଦ୍ୱାରା ପୃଥକ ହୋଇଥିବା ଯେକୌଣସି ସଂଖ୍ୟକ .. [ନ୍ୟାରେସନ୍ – ଡଟ୍ ଡଟ୍] ଏକତ୍ର କରିପାରିବା | </nowiki>
 +
 
|-
 
|-
 
| 08:47
 
| 08:47
|| ଏହି ସ୍ଲାଇଡ୍ ରେ ଆମେ, ଫାଇଲ୍ ସିଷ୍ଟମ୍ ହାଇରାର୍କି ଦେଖିପାରିବା | ରୁଟ୍ କିମ୍ୱା / ଶୀର୍ଷରେ ଥାଏ | ହୋମ୍ ଓ ବିନ୍ ହେଉଛି ରୁଟ୍ ଅନ୍ତର୍ଗତ ଦୁଇଟି ସବ୍ ଡିରେକ୍ଟୋରୀ | ୟୁଜର୍ ନେମ୍, ଏଠାରେ ହୋମ୍ ଅନ୍ତର୍ଗତ gnuhata ନାମକ ଡିରେକ୍ଟୋରୀ ଏକ ସବ୍ ଡିରେକ୍ଟୋରୀ ଅଟେ |
+
|| ଏହି ସ୍ଲାଇଡ୍ ରେ ଆମେ, ଫାଇଲ୍ ସିଷ୍ଟମ୍ ହାଇରାର୍କି ଦେଖିପାରିବା | ରୁଟ୍ କିମ୍ୱା / ଶୀର୍ଷରେ ଥାଏ | ହୋମ୍ ଓ ବିନ୍ ହେଉଛି ରୁଟ୍ ଅନ୍ତର୍ଗତ ଦୁଇଟି ସବ୍ ଡିରେକ୍ଟୋରୀ |  
 +
ୟୁଜର୍ ନେମ୍, ଏଠାରେ ହୋମ୍ ଅନ୍ତର୍ଗତ gnuhata ନାମକ ଡିରେକ୍ଟୋରୀ ଏକ ସବ୍ ଡିରେକ୍ଟୋରୀ ଅଟେ |
 +
 
 
|-
 
|-
 
| 09:05
 
| 09:05
 
|| ତେବେ, ଆମେ ବର୍ତ୍ତମାନ /home/gnuhataରେ ଅଛେ | ଏବେ ଆମେ ବିନ୍ ଡିରେକ୍ଟୋରୀକୁ କିପରି ଯିବା?
 
|| ତେବେ, ଆମେ ବର୍ତ୍ତମାନ /home/gnuhataରେ ଅଛେ | ଏବେ ଆମେ ବିନ୍ ଡିରେକ୍ଟୋରୀକୁ କିପରି ଯିବା?
 +
 
|-
 
|-
 
| 09:12
 
| 09:12
 
||କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ଡଟ୍ ଡଟ୍ ସ୍ଲାସ୍ ଡଟ୍ ଡଟ୍ ସ୍ଲାସ୍ ବିନ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
||କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ଡଟ୍ ଡଟ୍ ସ୍ଲାସ୍ ଡଟ୍ ଡଟ୍ ସ୍ଲାସ୍ ବିନ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 09:23
 
| 09:23
||pwd କମାଣ୍ଡ୍ ଦ୍ୱାରା କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ |
+
||pwd କମାଣ୍ଡ୍ ଦ୍ୱାରା କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /bin[ନ୍ୟାରେସନ୍ – ସ୍ଲାସ୍ ବିନ୍] ରେ ଅଛେ |
<nowiki> ଆମେ /bin[ନ୍ୟାରେସନ୍ – ସ୍ଲାସ୍ ବିନ୍] </nowiki>ରେ ଅଛେ |
+
 
 
|-
 
|-
 
| 09:30
 
| 09:30
|| <nowiki> ପ୍ରଥମ .. [ନ୍ୟାରେସନ୍-ଡଟ୍ ଡଟ୍] ଆମକୁ /home/gnuhata [ନ୍ୟାରେସନ୍ – ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା]ରୁ /home [ନ୍ୟାରେସନ୍-ସ୍ଲାସ୍ ହୋମ୍]କୁ ନେଇଯାଏ |</nowiki> <nowiki>
+
||<nowiki> ପ୍ରଥମ .. [ନ୍ୟାରେସନ୍-ଡଟ୍ ଡଟ୍] ଆମକୁ /home/gnuhata [ନ୍ୟାରେସନ୍ – ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା]ରୁ /home [ନ୍ୟାରେସନ୍-ସ୍ଲାସ୍ ହୋମ୍]କୁ ନେଇଯାଏ |</nowiki>
  
 
|-
 
|-
 
| 09:37
 
| 09:37
|| <nowiki> ପରବର୍ତ୍ତୀ ଟି ଆମକୁ /home ରୁ </nowiki>rootକୁ ନେଇଯାଏ |
+
||<nowiki> ପରବର୍ତ୍ତୀ ଟି ଆମକୁ /home ରୁ </nowiki>rootକୁ ନେଇଯାଏ |
 +
 
 
|-
 
|-
 
| 09:43
 
| 09:43
 
|| ବର୍ତ୍ତମାନ / ବା ରୁଟ୍ ରୁ ଆମେ, /bin ଡିରେକ୍ଟୋରୀକୁ ଚାଲିଆସିଛେ |
 
|| ବର୍ତ୍ତମାନ / ବା ରୁଟ୍ ରୁ ଆମେ, /bin ଡିରେକ୍ଟୋରୀକୁ ଚାଲିଆସିଛେ |
 +
 
|-
 
|-
 
| 09:48
 
| 09:48
 
|| cd କମାଣ୍ଡ୍ ଦ୍ୱାରା ଆମର ହୋମ୍ ଡିରେକ୍ଟୋରୀକୁ ଯିବା |  
 
|| cd କମାଣ୍ଡ୍ ଦ୍ୱାରା ଆମର ହୋମ୍ ଡିରେକ୍ଟୋରୀକୁ ଯିବା |  
 +
 
|-
 
|-
 
| 09:52
 
| 09:52
 
|| ଡିରେକ୍ଟୋରୀ ତିଆରି କରିବାକୁ ଆମେ mkdir କମାଣ୍ଡ୍ ବ୍ୟବହାର କରୁ |
 
|| ଡିରେକ୍ଟୋରୀ ତିଆରି କରିବାକୁ ଆମେ mkdir କମାଣ୍ଡ୍ ବ୍ୟବହାର କରୁ |
 +
 
|-
 
|-
 
| 09:56
 
| 09:56
 
|| ଆପଣଙ୍କୁ ତିଆରି କରିବାକୁ ଥିବା ଡିରେକ୍ଟୋରୀର ନାମ ଓ କମାଣ୍ଡ୍ ଟାଇପ୍ କରିବାକୁ ହେବ ଏବଂ କରେଣ୍ଟ୍ ଡିରେକ୍ଟୋରୀରେ ଏକ ଡିରେକ୍ଟୋରୀ ତିଆରି ହୋଇଯିବ |
 
|| ଆପଣଙ୍କୁ ତିଆରି କରିବାକୁ ଥିବା ଡିରେକ୍ଟୋରୀର ନାମ ଓ କମାଣ୍ଡ୍ ଟାଇପ୍ କରିବାକୁ ହେବ ଏବଂ କରେଣ୍ଟ୍ ଡିରେକ୍ଟୋରୀରେ ଏକ ଡିରେକ୍ଟୋରୀ ତିଆରି ହୋଇଯିବ |
 +
 
|-
 
|-
 
| 10:04
 
| 10:04
 
|| Testdir ନାମକ ଡିରେକ୍ଟୋରୀ ତିଆରି କରିବାକୁ, "mkdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| Testdir ନାମକ ଡିରେକ୍ଟୋରୀ ତିଆରି କରିବାକୁ, "mkdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 10:15
 
| 10:15
 
|| ଏହା ସଫଳତାର ସହ testdir ଡିରେକ୍ଟୋରୀ ଗଠନ କରେ |
 
|| ଏହା ସଫଳତାର ସହ testdir ଡିରେକ୍ଟୋରୀ ଗଠନ କରେ |
 +
 
|-
 
|-
 
| 10:19
 
| 10:19
 
|| ଲକ୍ଷ୍ୟ କରନ୍ତୁ, ସଫଳତାପୂର୍ବକ ଡିରେକ୍ଟୋରୀ ଗଠନ କିମ୍ୱା ଅପସାରଣର କୌଣସି ସ୍ପଷ୍ଟ ନୋଟିଫିକେସନ୍ ନାହିଁ |
 
|| ଲକ୍ଷ୍ୟ କରନ୍ତୁ, ସଫଳତାପୂର୍ବକ ଡିରେକ୍ଟୋରୀ ଗଠନ କିମ୍ୱା ଅପସାରଣର କୌଣସି ସ୍ପଷ୍ଟ ନୋଟିଫିକେସନ୍ ନାହିଁ |
 +
 
|-
 
|-
 
| 10:25
 
| 10:25
 
|| ଯଦି କୌଣସି ଏରର୍ ମେସେଜ୍ ନଆସେ, ତେବେ ଏହା ସଫଳ ଏକଜେକ୍ୟୁସନ୍ କୁ ଦର୍ଶାଏ |  
 
|| ଯଦି କୌଣସି ଏରର୍ ମେସେଜ୍ ନଆସେ, ତେବେ ଏହା ସଫଳ ଏକଜେକ୍ୟୁସନ୍ କୁ ଦର୍ଶାଏ |  
 +
 
|-
 
|-
 
| 10:30
 
| 10:30
 
|| ଟ୍ରୀ’ର ଯେକୌଣସି ସ୍ଥାନରେ ଡିରେକ୍ଟୋରୀ ତିଆରି କରିବାକୁ ଆମେ ରିଲେଟିଭ୍ ବା ଆବ୍ସୋଲ୍ୟୁଟ୍ ପାଥନେମ୍ ବ୍ୟବହାର କରିପାରିବା, ମାତ୍ର ଏପରି କରିବାର ଅନୁମତି ଥିବା ଏବଂ ସେହି ନାମରେ ଆଉ କୌଣସି ଡିରେକ୍ଟୋରୀ ପୂର୍ବରୁ ନଥିବା ଦରକାର |
 
|| ଟ୍ରୀ’ର ଯେକୌଣସି ସ୍ଥାନରେ ଡିରେକ୍ଟୋରୀ ତିଆରି କରିବାକୁ ଆମେ ରିଲେଟିଭ୍ ବା ଆବ୍ସୋଲ୍ୟୁଟ୍ ପାଥନେମ୍ ବ୍ୟବହାର କରିପାରିବା, ମାତ୍ର ଏପରି କରିବାର ଅନୁମତି ଥିବା ଏବଂ ସେହି ନାମରେ ଆଉ କୌଣସି ଡିରେକ୍ଟୋରୀ ପୂର୍ବରୁ ନଥିବା ଦରକାର |
 +
 
|-
 
|-
 
| 10:43
 
| 10:43
 
|| ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଗଠନ କରିବାରେ ଏହି ପ୍ରକ୍ରିୟା ବ୍ୟବହୃତ ହୋଇପାରେ |
 
|| ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଗଠନ କରିବାରେ ଏହି ପ୍ରକ୍ରିୟା ବ୍ୟବହୃତ ହୋଇପାରେ |
 +
 
|-
 
|-
 
| 10:49
 
| 10:49
 
|| "mkdir ସ୍ପେସ୍ test1 ସ୍ପେସ୍ test2” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ, ଏହା ପ୍ରେଜେଣ୍ଟ୍ ଡିରେକ୍ଟୋରୀରେ test1 ଓ test2 ନାମକ  ଦୁଇଟି ଡିରେକ୍ଟୋରୀ ଗଠନ କରିବ |
 
|| "mkdir ସ୍ପେସ୍ test1 ସ୍ପେସ୍ test2” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ, ଏହା ପ୍ରେଜେଣ୍ଟ୍ ଡିରେକ୍ଟୋରୀରେ test1 ଓ test2 ନାମକ  ଦୁଇଟି ଡିରେକ୍ଟୋରୀ ଗଠନ କରିବ |
 +
 
|-
 
|-
 
| 11:06
 
| 11:06
 
|| "mkdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ |
 
|| "mkdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ |
 +
 
|-
 
|-
 
| 11:20
 
| 11:20
 
|| ଏହା testtree ନାମକ ଡିରେକ୍ଟୋରୀ ଓ ତା’ ତଳେ test3 ନାମକ ସବ୍ ଡିରେକ୍ଟୋରୀ ଗଠନ କରିବ |  
 
|| ଏହା testtree ନାମକ ଡିରେକ୍ଟୋରୀ ଓ ତା’ ତଳେ test3 ନାମକ ସବ୍ ଡିରେକ୍ଟୋରୀ ଗଠନ କରିବ |  
 +
 
|-
 
|-
 
| 11:28
 
| 11:28
 
|| ଆମେ କରେଣ୍ଟ୍ ଡିରେକ୍ଟୋରୀରେ testdir,test1,test2 ଓ testtree ନାମକ ଚାରୋଟି ଡିରେକ୍ଟୋରୀ ତିଆରି କରିଛେ, ଯେଉଁଥିରୁ ପ୍ରଥମ ତିନୋଟି ଖାଲି ଏବଂ ଶେଷଟିରେ test3 ନାମକ ସବ୍ ଡିରେକ୍ଟୋରୀ ରହିଛି |
 
|| ଆମେ କରେଣ୍ଟ୍ ଡିରେକ୍ଟୋରୀରେ testdir,test1,test2 ଓ testtree ନାମକ ଚାରୋଟି ଡିରେକ୍ଟୋରୀ ତିଆରି କରିଛେ, ଯେଉଁଥିରୁ ପ୍ରଥମ ତିନୋଟି ଖାଲି ଏବଂ ଶେଷଟିରେ test3 ନାମକ ସବ୍ ଡିରେକ୍ଟୋରୀ ରହିଛି |
 +
 
|-
 
|-
 
| 11:47
 
| 11:47
 
|| mkdir ଭଳି rmdir କମାଣ୍ଡ୍ ଅଛି, ଯାହା ଏକ ବା ଏକାଧିକ ଡିରେକ୍ଟୋରୀ ରିମୁଭ୍ କରିବାରେ ବ୍ୟବହୃତ ହୋଇଥାଏ |
 
|| mkdir ଭଳି rmdir କମାଣ୍ଡ୍ ଅଛି, ଯାହା ଏକ ବା ଏକାଧିକ ଡିରେକ୍ଟୋରୀ ରିମୁଭ୍ କରିବାରେ ବ୍ୟବହୃତ ହୋଇଥାଏ |
 +
 
|-
 
|-
 
| 11:56
 
| 11:56
 
|| "rmdir ସ୍ପେସ୍ test1" କମାଣ୍ଡ୍ ଟି test1 ଡିରେକ୍ଟୋରୀକୁ ସଫଳତାର ସହିତ ରିମୁଭ୍ କରେ |
 
|| "rmdir ସ୍ପେସ୍ test1" କମାଣ୍ଡ୍ ଟି test1 ଡିରେକ୍ଟୋରୀକୁ ସଫଳତାର ସହିତ ରିମୁଭ୍ କରେ |
 +
 
|-
 
|-
 
| 12:09
 
| 12:09
 
|| ଆପଣ ଡିରେକ୍ଟୋରୀର ଓନର୍ ହୋଇଥିଲେ ହିଁ ଏହା ରିମୁଭ୍ କରିପାରିବେ, ଆପଣଙ୍କର କରେଣ୍ଟ୍ ଡିରେକ୍ଟୋରୀଟି ରିମୁଭ୍ ହେବାକୁ ଥିବା ଡିରେକ୍ଟୋରୀର ହାଇରାର୍କି ଭାବେ ଉପରେ ଥାଏ  ଓ ତାହା ଖାଲି ଅଛି |
 
|| ଆପଣ ଡିରେକ୍ଟୋରୀର ଓନର୍ ହୋଇଥିଲେ ହିଁ ଏହା ରିମୁଭ୍ କରିପାରିବେ, ଆପଣଙ୍କର କରେଣ୍ଟ୍ ଡିରେକ୍ଟୋରୀଟି ରିମୁଭ୍ ହେବାକୁ ଥିବା ଡିରେକ୍ଟୋରୀର ହାଇରାର୍କି ଭାବେ ଉପରେ ଥାଏ  ଓ ତାହା ଖାଲି ଅଛି |
 +
 
|-
 
|-
 
| 12:23
 
| 12:23
 
|| ଏବେ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ
 
|| ଏବେ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ
 +
 
|-
 
|-
 
| 12:35
 
| 12:35
 
|| ଆମେ ବର୍ତ୍ତମାନ testtree ତଳେ ଥିବା test3 ସବ୍ ଡିରେକ୍ଟୋରୀରେ ଅଛେ |
 
|| ଆମେ ବର୍ତ୍ତମାନ testtree ତଳେ ଥିବା test3 ସବ୍ ଡିରେକ୍ଟୋରୀରେ ଅଛେ |
 +
 
|-
 
|-
 
| 12:42
 
| 12:42
 
|| "rmdir ସ୍ପେସ୍ testdir" କମାଣ୍ଡ୍ ଟାଇପ୍ କରି ଓ ଏଣ୍ଟର୍ ଦାବି testdir ଡିରେକ୍ଟୋରୀକୁ ରିମୁଭ୍ କରିବାକୁ ଚେଷ୍ଟା କରିବା |
 
|| "rmdir ସ୍ପେସ୍ testdir" କମାଣ୍ଡ୍ ଟାଇପ୍ କରି ଓ ଏଣ୍ଟର୍ ଦାବି testdir ଡିରେକ୍ଟୋରୀକୁ ରିମୁଭ୍ କରିବାକୁ ଚେଷ୍ଟା କରିବା |
 +
 
|-
 
|-
 
| 12:55
 
| 12:55
 
|| ଏହା ହେବନାହିଁ, କାରଣ କରେଣ୍ଟ୍ ଡିରେକ୍ଟୋରୀଟି, ରିମୁଭ୍ ହେବାକୁ ଥିବା ହାଇରାର୍କି ଭାବେ ଡିରେକ୍ଟୋରୀର ଉପରେ ନାହିଁ |  
 
|| ଏହା ହେବନାହିଁ, କାରଣ କରେଣ୍ଟ୍ ଡିରେକ୍ଟୋରୀଟି, ରିମୁଭ୍ ହେବାକୁ ଥିବା ହାଇରାର୍କି ଭାବେ ଡିରେକ୍ଟୋରୀର ଉପରେ ନାହିଁ |  
 +
 
|-
 
|-
 
| 13:02
 
| 13:02
 
|| ତେଣୁ ଆମକୁ ହାଇରାର୍କି ଭାବେ testdir ଡିରେକ୍ଟୋରୀ ଉପରେ ଥିବା ଡିରେକ୍ଟୋରୀକୁ ଯିବାକୁ ପଡିବ |
 
|| ତେଣୁ ଆମକୁ ହାଇରାର୍କି ଭାବେ testdir ଡିରେକ୍ଟୋରୀ ଉପରେ ଥିବା ଡିରେକ୍ଟୋରୀକୁ ଯିବାକୁ ପଡିବ |
 +
 
|-
 
|-
 
| 13:08
 
| 13:08
 
|| "cd ସ୍ପେସ୍ ଡଟ୍ ଡଟ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| "cd ସ୍ପେସ୍ ଡଟ୍ ଡଟ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 13:14
 
| 13:14
 
|| ଏବେ, "cd ସ୍ପେସ୍ ଡଟ୍ ଡଟ୍" କମାଣ୍ଡ୍ ଟାଇପ୍ କରି ଆମର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଫେରିଯିବା |  
 
|| ଏବେ, "cd ସ୍ପେସ୍ ଡଟ୍ ଡଟ୍" କମାଣ୍ଡ୍ ଟାଇପ୍ କରି ଆମର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଫେରିଯିବା |  
 +
 
|-
 
|-
 
| 13:20
 
| 13:20
 
|| ଏବେ, ପୁଣି ପୂର୍ବ କମାଣ୍ଡ୍ ଚେଷ୍ଟା କରିବା |
 
|| ଏବେ, ପୁଣି ପୂର୍ବ କମାଣ୍ଡ୍ ଚେଷ୍ଟା କରିବା |
 +
 
|-
 
|-
 
| 13:24
 
| 13:24
 
|| "rmdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |  
 
|| "rmdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |  
 +
 
|-
 
|-
 
| 13:30
 
| 13:30
 
|| testdirଟି ସଫଳତାର ସହିତ ଡିଲିଟ୍ ହୋଇଯାଇଛି | ଲକ୍ଷ୍ୟ କରନ୍ତୁ, testdir ଟି ମଧ୍ୟ ଖାଲି ଅଛି |
 
|| testdirଟି ସଫଳତାର ସହିତ ଡିଲିଟ୍ ହୋଇଯାଇଛି | ଲକ୍ଷ୍ୟ କରନ୍ତୁ, testdir ଟି ମଧ୍ୟ ଖାଲି ଅଛି |
 +
 
|-
 
|-
 
| 13:38
 
| 13:38
 
|| ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଏକାଥରେ ରିମୁଭ୍ କରାଯାଇପାରେ | test3 ସବ୍ ଡିରେକ୍ଟୋରୀ ସହିତ testtree ଡିରେକ୍ଟୋରୀ ଡିଲିଟ୍ କରିବାକୁ ଚେଷ୍ଟା କରନ୍ତୁ |
 
|| ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଏକାଥରେ ରିମୁଭ୍ କରାଯାଇପାରେ | test3 ସବ୍ ଡିରେକ୍ଟୋରୀ ସହିତ testtree ଡିରେକ୍ଟୋରୀ ଡିଲିଟ୍ କରିବାକୁ ଚେଷ୍ଟା କରନ୍ତୁ |
 +
 
|-
 
|-
 
| 13:48
 
| 13:48
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "rmdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3 " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| କମାଣ୍ଡ୍ ପ୍ରମ୍ପ୍ଟ୍ ରେ "rmdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3 " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 14:02
 
| 14:02
 
|| ଦେଖନ୍ତୁ, ଏହା ଏକ ଏରର୍ ମେସେଜ୍ ଦେଉଛି ଯେ, 'testree' ଡିରେକ୍ଟୋରୀ ରିମୁଭ୍ ହୋଇପାରିବନି, କାରଣ ତାହା ଖାଲି ନାହିଁ |
 
|| ଦେଖନ୍ତୁ, ଏହା ଏକ ଏରର୍ ମେସେଜ୍ ଦେଉଛି ଯେ, 'testree' ଡିରେକ୍ଟୋରୀ ରିମୁଭ୍ ହୋଇପାରିବନି, କାରଣ ତାହା ଖାଲି ନାହିଁ |
 +
 
|-
 
|-
 
| 14:11
 
| 14:11
 
|| ଯେଉଁ ଜିନିଷଟି ଆପଣ ଛାଡିଦେଇପାରିଥା’ନ୍ତି, ତାହା ହେଉଛି testtree/test3ଟି ଖାଲି ଥିବାରୁ  ଡିଲିଟ୍ ହୋଇଯାଇଛି |
 
|| ଯେଉଁ ଜିନିଷଟି ଆପଣ ଛାଡିଦେଇପାରିଥା’ନ୍ତି, ତାହା ହେଉଛି testtree/test3ଟି ଖାଲି ଥିବାରୁ  ଡିଲିଟ୍ ହୋଇଯାଇଛି |
 +
 
|-
 
|-
 
| 14:19
 
| 14:19
 
|| ତାହା ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 
|| ତାହା ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
 +
 
|-
 
|-
 
| 14:27
 
| 14:27
 
|| ଏବେ "ls" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଦେଖନ୍ତୁ, ଡିରେକ୍ଟୋରୀରେ କିଛି ନାହିଁ | test3 ଡିଲିଟ୍ ହୋଇଯାଇଛି |
 
|| ଏବେ "ls" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଦେଖନ୍ତୁ, ଡିରେକ୍ଟୋରୀରେ କିଛି ନାହିଁ | test3 ଡିଲିଟ୍ ହୋଇଯାଇଛି |
 +
 
|-
 
|-
 
| 14:36
 
| 14:36
 
|| ଏହି ଲିନକ୍ସ୍ ଟ୍ୟୁଟୋରିଆଲ୍ ରେ ଆମେ, ଲିନକ୍ସ୍ ଫାଇଲ୍ ଓ ଡିରେକ୍ଟୋରୀ ଏବଂ ଲିନକ୍ସ୍ ଡିରେକ୍ଟୋରୀରେ କାମ କରିବା ସହିତ ସେଗୁଡିକୁ ଦେଖିବା, ସେଗୁଡ଼ିକ ମଧ୍ୟରେ ମୁଭ୍ କରିବା, ତିଆରି କରିବା ଓ ରିମୁଭ୍ କରିବା ବିଷୟରେ ଶିଖିଲେ |
 
|| ଏହି ଲିନକ୍ସ୍ ଟ୍ୟୁଟୋରିଆଲ୍ ରେ ଆମେ, ଲିନକ୍ସ୍ ଫାଇଲ୍ ଓ ଡିରେକ୍ଟୋରୀ ଏବଂ ଲିନକ୍ସ୍ ଡିରେକ୍ଟୋରୀରେ କାମ କରିବା ସହିତ ସେଗୁଡିକୁ ଦେଖିବା, ସେଗୁଡ଼ିକ ମଧ୍ୟରେ ମୁଭ୍ କରିବା, ତିଆରି କରିବା ଓ ରିମୁଭ୍ କରିବା ବିଷୟରେ ଶିଖିଲେ |
 +
 
|-
 
|-
 
| 14:49
 
| 14:49
 
|| ଏହା ସ୍ପୋକେନ୍ ଟ୍ୟୁଟୋରିଆଲ୍ ର ସମାପ୍ତିକୁ ଆଣେ | ସ୍ପୋକେନ୍ ଟ୍ୟୁଟୋରିଆଲ୍ ପ୍ରୋଜେକ୍ଟ୍, ଟକ୍ ଟୁ ଏ ଟିଚର୍ ପ୍ରୋଜେକ୍ଟର ଏକ ଅଂଶ, ଯାହା ଭାରତ ସରକାରଙ୍କ MHRDର ICT ମାଧ୍ୟମରେ ରାଷ୍ଟ୍ରୀୟ ସାକ୍ଷରତା ମିଶନ୍ ଦ୍ୱାରା ସମର୍ଥିତ |
 
|| ଏହା ସ୍ପୋକେନ୍ ଟ୍ୟୁଟୋରିଆଲ୍ ର ସମାପ୍ତିକୁ ଆଣେ | ସ୍ପୋକେନ୍ ଟ୍ୟୁଟୋରିଆଲ୍ ପ୍ରୋଜେକ୍ଟ୍, ଟକ୍ ଟୁ ଏ ଟିଚର୍ ପ୍ରୋଜେକ୍ଟର ଏକ ଅଂଶ, ଯାହା ଭାରତ ସରକାରଙ୍କ MHRDର ICT ମାଧ୍ୟମରେ ରାଷ୍ଟ୍ରୀୟ ସାକ୍ଷରତା ମିଶନ୍ ଦ୍ୱାରା ସମର୍ଥିତ |
 +
 
|-
 
|-
 
| 15:03
 
| 15:03
 
|| ଏହି ବିଷୟରେ ଅଧିକ ବିବରଣୀ ନିମ୍ନ ଲିଙ୍କ୍ ରେ ଉପଲବ୍ଧ |
 
|| ଏହି ବିଷୟରେ ଅଧିକ ବିବରଣୀ ନିମ୍ନ ଲିଙ୍କ୍ ରେ ଉପଲବ୍ଧ |
 +
 
|-
 
|-
 
| 15:08
 
| 15:08
|| ଆଇଆଇଟି ମୁମ୍ୱଇ ତରଫରୁ ମୁଁ ପ୍ରଦୀପ ଚନ୍ଦ୍ର ମହାପାତ୍ର ଆପଣଙ୍କଠାରୁ ବିଦାୟ ନେଉଛି |
+
|| ଆଇଆଇଟି ମୁମ୍ୱଇ ତରଫରୁ ମୁଁ ପ୍ରଦୀପ ଚନ୍ଦ୍ର ମହାପାତ୍ର ଆପଣଙ୍କଠାରୁ ବିଦାୟ ନେଉଛି |ଆମ ସହିତ ଜଡ଼ିତ ହୋଇଥିବାରୁ ଧନ୍ୟବାଦ |
ଆମ ସହିତ ଜଡ଼ିତ ହୋଇଥିବାରୁ ଧନ୍ୟବାଦ |
+
 
|}
 
|}

Latest revision as of 16:12, 10 April 2017

Time Narration
00:00 ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଉପରେ ସ୍ପୋକେନ୍ ଟ୍ୟୁଟୋରିଆଲ୍ କୁ ସ୍ୱାଗତ |
00:04 ମୁଁ ଉବୁଣ୍ଟୁ 10.04 ବ୍ୟବହାର କରୁଛି |
00:07 ଲିନକ୍ସ୍ ଅପରେଟିଙ୍ଗ୍ ସିଷ୍ଟମ୍ ରେ କାମ ଆରମ୍ଭ କରିବା ଓ କମାଣ୍ଡ୍ ବିଷୟରେ ଆପଣଙ୍କର କିଛି ମୌଳିକ ଧାରଣା ଅଛି ବୋଲି ଆମେ ଭାବୁଛୁ |
00:13 ଆପଣ ଯଦି ଆଗ୍ରହୀ, ତେବେ ଏହା http://spoken-tutorial.org ୱେବ୍ ସାଇଟ୍ ରେ ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ଉପଲବ୍ଧ ଅଛି |
00:25 ଲିନକ୍ସ୍, କେସ୍ ସେନ୍ସିଟିଭ୍ ବୋଲି ମଧ୍ୟ ମନେରଖନ୍ତୁ |
00:28 ଉଲ୍ଲେଖ କରାଯାଇନଥିଲେ, ଏହି ଟ୍ୟୁଟୋରିଆଲ୍ ରେ ବ୍ୟବହୃତ ହେଉଥିବା ସମସ୍ତ କମାଣ୍ଡ୍ ଛୋଟ ଅକ୍ଷରରେ ଥାଏ |
00:36 ଲିନକ୍ସ୍ ରେ ପ୍ରାୟ ସବୁକିଛି ହେଉଛି ଫାଇଲ୍ |
00:39 ତେବେ ଫାଇଲ୍ କ’ଣ? ବାସ୍ତବ ଜୀବନରେ ଆମେ ନିଜର ଡକ୍ୟୁମେଣ୍ଟ୍ ଓ ପେପର୍ ଫାଇଲ୍ ରେ ରଖିଥାଉ ବୋଲି ଜାଣିଛେ |
00:47 ସେହିଭଳି ଲିନକ୍ସ୍ ରେ ଏକ ଫାଇଲ୍ ହେଉଛି ସୂଚନା ଷ୍ଟୋରିଙ୍ଗ୍ ପାଇଁ ଏକ ଧାରକ |
00:53 ଏକ ଡିରେକ୍ଟୋରୀ କ’ଣ?
00:56 ଫାଇଲ୍ ର ଓ ଅନ୍ୟ (ସବ୍) ଡିରେକ୍ଟୋରୀଗୁଡିକର ସଂଗ୍ରହ ସ୍ଥାନକୁ ଆମେ ଡିରେକ୍ଟୋରୀ ବୋଲି ବୁଝିପାରିବା |
01:02 ବ୍ୟବସ୍ଥିତ ଢଙ୍ଗରେ ଫାଇଲ୍ ଗୁଡିକ ସଂଗଠିତ କରିବାରେ ଡିରେକ୍ଟୋରୀ ସାହାଯ୍ୟ କରେ |
01:08 ଏହା ୱିଣ୍ଡୋଜ୍ ର ଫୋଲ୍ଡର୍ ପରି |
01:12 ୟୁଜର୍ ମାନେ ନିଜ ଫାଇଲ୍ସ ସହ ନିଜର ଡିରେକ୍ଟୋରୀଗୁଡିକ ରଖିପାରିବେ, ଯାହା ଅନ୍ୟମାନେ ଆକ୍ସେସ୍ କିମ୍ୱା ପରିବର୍ତ୍ତନ କରିପାରିବେ ନାହିଁ |
01:20 ଅଧିକନ୍ତୁ, ଯଦି କୌଣସି ଡିରେକ୍ଟୋରୀ ନଥାଏ, ତେବେ ସିଷ୍ଟମ୍ ରେ ସମସ୍ତ ଫାଇଲ୍ କୁ ସ୍ୱତନ୍ତ୍ର ନାମ ରଖିବାକୁ ହେବ, ଯାହା ମେଣ୍ଟେନ୍ କରିବା କଷ୍ଟକର |
01:31 ଯଦିଓ ଫାଇଲ୍ସ ଓ ଡିରେକ୍ଟୋରୀସ୍ ବିଷୟରେ ସାଧାରଣ ଜ୍ଞାନ ପାଇବା ପାଇଁ ଏହି ସଜ୍ଞାଗୁଡିକ ଉତ୍ତମ, କିନ୍ତୁ ସଂପୂର୍ଣ୍ଣ ରୂପେ ଠିକ୍ ନୁହେଁ |
01:42 ତତସମେତ ଫାଇଲ୍ ର କଣ୍ଟେଣ୍ଟ୍, ରେ ଏକ ନାମ ଓ କିଛି ପ୍ରପର୍ଟି କିମ୍ୱା ’ଆଡମିନିଷ୍ଟ୍ରେଟିଭ୍ ଇନ୍ଫର୍ମେସନ୍” ଥାଏ, ଯାହା ହେଉଛି ଫାଇଲ୍ ର କ୍ରିଏଶନ୍/ମୋଡିଫିକେଶନ୍ ତାରିଖ ଓ ତାହାର ଅନୁମତି |
01:55 ପ୍ରପର୍ଟିଗୁଡିକ ଫାଇଲ୍ ର ଆଇନୋଡ୍ ନାମକ ଫାଇଲ୍ ସିଷ୍ଟମ୍ ର ଏକ ସ୍ୱତନ୍ତ୍ର ଡାଟା ବ୍ଲକ୍ ରେ ରହିଥାଏ, ଯେଉଁଥିରେ ଫାଇଲ୍ ର ଦୈର୍ଘ୍ୟ ଓ ଡିସ୍କ୍ ରେ ଏହାର ସ୍ଥାନର ସୂଚନା ଥାଏ |
02:08 ସିଷ୍ଟମ୍ ଟି ଫାଇଲ୍ ର ଆଇନୋଡ୍ ସଂଖ୍ୟା ବ୍ୟବହାର କରିଥାଏ; ବୃହତ ସଂଖ୍ୟା ଅପେକ୍ଷା ନାମ ମନେରଖିବା ସହଜ ହେଉଥିବାରୁ ଡିରେକ୍ଟୋରୀ ସଂରଚନାଟି ଆମର ସୁବିଧା ପାଇଁ ଫାଇଲ୍ ର ନାମକରଣ କରେ |
02:23 ଏହାର ଅତି ସରଳ ସଜ୍ଞା ବିପରୀତେ, ଏକ ଡିରେକ୍ଟୋରୀ ବାସ୍ତବରେ ଅନ୍ୟ ଫାଇଲ୍ ଷ୍ଟୋର୍ କରେ ନାହିଁ, ଏହା ହେଉଛି ନିଜେ ଗୋଟିଏ ଫାଇଲ୍, ଯେଉଁଥିରେ ଆଇନୋଡ୍ ସଂଖ୍ୟା ଓ ନାମ ରହିଥାଏ |
02:37 ବାସ୍ତବରେ ଲିନକ୍ସ୍ ରେ ତିନିପ୍ରକାର ଫାଇଲ୍ ଥାଏ :
02:41 1 ନିୟମିତ ଫାଇଲ୍ କିମ୍ୱା ସାଧାରଣ ଫାଇଲ୍ : କ୍ୟାରେକ୍ଟର୍ ଷ୍ଟ୍ରିମ୍ ଭାବରେ ଏଥିରେ କେବଳ ଡାଟା ଥାଏ |
02:48 2 ଡିରେକ୍ଟୋରୀ: ଯେପରି ଆମେ ପୂର୍ବ ସ୍ଲାଇଡ୍ ଗୁଡ଼ିକରେ ଦେଖିଲେ
02:52 3 ଡିଭାଇସ୍ ଫାଇଲ୍: ଲିନକ୍ସ୍ ରେ ସବୁ ହାର୍ଡୱେର୍ ଡିଭାଇସେସ୍ ଓ ପେରିଫେରାଲ୍ସକୁ ଫାଇଲ୍ ଭାବରେ ଦର୍ଶାଯାଇଥାଏ |
02:59 CD, ହାର୍ଡ୍ ଡିସ୍କ୍ କିମ୍ବା ଏକ usb ଷ୍ଟିକ୍ ହେଉନା କାହିଁକି, ଲିନକ୍ସ୍ ରେ ସବୁ ଫାଇଲ୍ ଅଟେ | କିନ୍ତୁ ଏପରି କାହିଁକି? ଏହା, ସାଧାରଣ ଫାଇଲ୍ ଗୁଡ଼ିକ ଭଳି ଏହିସବୁ ଡିଭାଇସ୍ ରେ ରିଡ୍ ଓ ରାଇଟ୍ କରିବାରେ ସାହାଯ୍ୟ କରେ |
03:15 ଆମମାନଙ୍କ ଭଳି ଲିନକ୍ସ୍ ରେ ସବୁ ଫାଇଲ୍ ପରସ୍ପର ସହିତ ମିଶି ଏକ ପରିବାର ଗଠନ କରିଥାନ୍ତି |
03:22 ଏକ ଡିରେକ୍ଟୋରୀରେ ଥିବା କିଛି ଫାଇଲ୍ ଓ ସବ୍ ଡିରେକ୍ଟୋରୀ ମଧ୍ୟରେ ପ୍ୟାରେଣ୍ଟ୍-ଚାଇଲ୍ଡ୍ ସମ୍ପର୍କ ଥାଏ | ଏହା, ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ଟ୍ରୀ ଗଠନ କରିଥାଏ |
03:34 ଶୀର୍ଷରେ ରୁଟ୍(ଫ୍ରଣ୍ଟ୍ ସ୍ଲାସ୍ ଦ୍ୱାରା ଚିହ୍ନିତ) ଅଛି | ଏଥିରେ ଅନ୍ୟ ସମସ୍ତ ଫାଇଲ୍ ଓ ଡିରେକ୍ଟୋରୀ ରହିଥାଏ |
03:42 ସଠିକ ପାଥ୍ ଜାଣିଥିଲେ, ଗୋଟିଏ ଫାଇଲ୍ ବା ଡିରେକ୍ଟୋରୀରୁ ଅନ୍ୟକୁ ସହଜ ନେଭିଗେଶନ୍ କରିବାରେ ମଧ୍ୟ ଏହା ସାହାଯ୍ୟ କରେ |
03:51 ଆମେ ଲିନକ୍ସ୍ ଫାଇଲ୍ ସିଷ୍ଟମ୍ ସହିତ କାମ କରିବାବେଳେ, ଏହି ଟ୍ରୀ ମଧ୍ୟରେ ଗତି କରିବା ଭଳି ଲାଗେ |
03:56 ଗୋଟିଏ କମାଣ୍ଡ୍ ରେ ଆପଣ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଟେଲିପୋର୍ଟ୍ କରନ୍ତି |
04:01 ରୋଚକ ଲାଗୁଛି!! ନିଶ୍ଚିତରେ ଏହା ଏପରି | ଯେମିତି କି ଆମେ ଦେଖିବା |
04:05 ଲିନକ୍ସ୍ ରେ ଲଗ୍ଇନ୍ କଲେ ବାଇ ଡିଫଲ୍ଟ୍ ଆମେ ହୋମ୍ ଡିରେକ୍ଟୋରୀରେ ଥାଉ |
04:11 ଏବେ, ଟର୍ମିନାଲ୍ କୁ ଯାଆନ୍ତୁ |
04:13 ଟର୍ମିନାଲ୍ ଆରମ୍ଭ କରିବାକୁ Ctrl+alt+T ସାହାଯ୍ୟ କରେ |
04:17 ଅବଶ୍ୟ, ଏହି କମାଣ୍ଡ୍, ସମସ୍ତ ୟୁନିକ୍ସ୍ ସିଷ୍ଟମ୍ ରେ କାମ କରିନପାରେ | ଟର୍ମିନାଲ୍ ଖୋଲିବାର ଏକ ସାଧାରଣ ପ୍ରକ୍ରିୟା ଅନ୍ୟଏକ ସ୍ପୋକେନ୍ ଟ୍ୟୁଟୋରିଆଲ୍ ରେ ବର୍ଣ୍ଣିତ ହୋଇଛି |
04:27 ହୋମ୍ ଡିରେକ୍ଟୋରୀ ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "ଇକୋ ସ୍ପେସ୍ ଡଲାର୍ କ୍ୟାପିଟାଲ୍ ରେ H-O-M-E ଟାଇପ୍ କରି" ଏଣ୍ଟର୍ ଦାବନ୍ତୁ |
04:40 ଏହା ହୋମ୍ ଡିରେକ୍ଟୋରୀର ପାଥ୍ ନେମ୍ ଦିଏ |
04:44 ଆମେ ଗୋଟିଏ ଡିରେକ୍ଟୋରୀରୁ ଅନ୍ୟକୁ ଯାଇପାରିବା |
04:47 ମାତ୍ର, ଯେକୌଣସି ସମୟରେ ଆମେ ଗୋଟିଏ ଡିରେକ୍ଟୋରୀରେ ରହିପାରୁ ଓ ଏହି ଡିରେକ୍ଟୋରୀକୁ କରେଣ୍ଟ୍ ଡିରେକ୍ଟୋରୀ ବା ୱର୍କିଂ ଡିରେକ୍ଟୋରୀ କୁହାଯାଏ | ଏବେ ସ୍ଲାଇଡ୍ସକୁ ଫେରିଯିବା |
04:56 କରେଣ୍ଟ୍ ଡିରେକ୍ଟୋରୀ ଦେଖିବା ପାଇଁ ଆମକୁ ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ ବା pwd କମାଣ୍ଡ୍ ସାହାଯ୍ୟ କରେ |
05:03 କମାଣ୍ଡ୍ ପ୍ରମ୍ପ୍ଟ୍ ରେ "pwd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଏବେ, ଏହା ହେଉଛି ଆମର ପ୍ରେଜେଣ୍ଟ୍ ୱର୍କିଂ ଡିରେକ୍ଟୋରୀ |
05:13 ଗୋଟିଏ ରୁ ଅନ୍ୟଏକ ଡିରେକ୍ଟୋରୀକୁ ଯାଇପାରିବା ବୋଲି ଆମେ କହିସାରିଛୁ |
05:17 ମାତ୍ର ଏହା କିପରି କରିବା? ଏଥିପାଇଁ ଏକ cd କମାଣ୍ଡ୍ ଅଛି |
05:22 ଆମ ଇପ୍ସିତ ଡିରେକ୍ଟୋରୀକୁ ଯିବାପାଇଁ cd କମାଣ୍ଡ୍ ପରେ ଡିରେକ୍ଟୋରୀର ପାଥ୍ ନେମ୍ ଟାଇପ୍ କରିବାକୁ ପଡିବ |
05:28 କମାଣ୍ଡ୍ ପ୍ରମ୍ପ୍ଟ୍ ରେ pwd ଟାଇପ୍ କରି ଓ ଏଣ୍ଟର୍ ଦାବି ପୁଣିଥରେ ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା |
05:37 ଏବେ, ଆମେ ଏହି ଡିରେକ୍ଟୋରୀକୁ ଆସିଗଲୁ |
05:41 ମନେକରନ୍ତୁ, ଏବେ ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଯିବାକୁ ଚାହୁଁଛେ | ତେଣୁ, “cd ସ୍ପେସ୍ ସ୍ଲାସ୍ usr” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ମନେରଖନ୍ତୁ, ଲିନକ୍ସ୍ ରେ ସ୍ଲାସ୍ ର ଅର୍ଥ ହେଉଛି ଫ୍ରଣ୍ଟ୍ ସ୍ଲାସ୍ |
05:56 ଏବେ, ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖିବା | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
06:03 ଆମେ ସ୍ଲାସ୍ usr ଡିରେକ୍ଟୋରୀକୁ ଆସିଯାଇଛୁ |
06:08 ଏଠାରେ ସମସ୍ୟାଟି ହେଉଛି ପାଥ୍ ନାମ ଖୁବ୍ ଦୀର୍ଘ ହୋଇପାରେ, କାରଣ ଏଗୁଡିକ ଆବ୍ସୋଲ୍ୟୁଟ୍ ପାଥ୍ ନେମ୍, ଯେଉଁଥିରେ ରୁଟ୍ ଡିରେକ୍ଟୋରୀରୁ ଆରମ୍ଭ କରି ସମଗ୍ର ପାଥ୍ ରହିଥାଏ |
06:18 ଏହା ବଦଳରେ ଆମେ, କରେଣ୍ଟ୍ ଡିରେକ୍ଟୋରୀରୁ ଆରମ୍ଭ ହୋଇଥିବା ରିଲେଟିଭ୍ ପାଥ୍ ନାମ ବ୍ୟବହାର କରିପାରିବା |
06:23 ଏଠାରେ ଆମକୁ ଦୁଇଟି ସ୍ୱତନ୍ତ୍ର କ୍ୟାରେକ୍ଟର୍ ଜାଣିବା ଆବଶ୍ୟକ |

“dot” ଯାହା କରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ ଓ dot dot ଯାହା କରେଣ୍ଟ୍ ଡିରେକ୍ଟୋରୀର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ପ୍ରତିନିଧିତ୍ୱ କରେ |

06:36 ଏବେ, cd କମାଣ୍ଡ୍ ଉପରେ ଏକ ସଂକ୍ଷିପ୍ତ ଆଲୋଚନା କରିବା |
06:40 ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ, କୌଣସି ଆର୍ଗ୍ୟୁମେଣ୍ଟ୍ ବିନା cd କମାଣ୍ଡ୍ ବ୍ୟବହୃତ ହୋଇଥାଏ |
06:46 କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
06:51 ଏବେ, pwd କମାଣ୍ଡ୍ ଦ୍ୱାରା ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ |
06:55 ବର୍ତ୍ତମାନ ଆମେ ହୋମ୍ ଡିରେକ୍ଟୋରୀକୁ ଫେରିଆସିଛେ /home/gnuhata [ ନ୍ୟାରେସନ୍- ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା ]
07:01 ଏବେ ମ୍ୟୁଜିକ୍ ଡିରେକ୍ଟୋରୀକୁ ଯିବା | କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ମ୍ୟୁଜିକ(କ୍ୟାପିଟାଲ୍ M) ସ୍ଲାସ୍" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ
07:13 pwd କମାଣ୍ଡ୍ ଦ୍ୱାରା ଆମର କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | pwd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଆମେ ଏବେ /home/gnuhata/Musicକୁ ଚାଲିଆସିଛେ |
07:26 ମ୍ୟୁଜିକ୍ ରୁ ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଯିବା | ଏଥିପାଇଁ ଆପଣଙ୍କୁ ଡଟ୍ ଡଟ୍ ସହିତ cd କମାଣ୍ଡ୍ ବ୍ୟବହାର କରିବାକୁ ହେବ |
07:33 କମାଣ୍ଡ୍ ପ୍ରମ୍ପ୍ଟ ରେ cd ସ୍ପେସ୍ ଡଟ୍ ଡଟ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
07:40 ଏବେ pwd ଟାଇପ୍ କରି ଆମର ପ୍ରେଜେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ ପୁଣି /home/gnuhataରେ ଅଛେ |
07:51 ଏବେ ଡଟ୍ ବ୍ୟବହାର କରି କରେଣ୍ଟ୍ ଡିରେକ୍ଟୋରୀର ସବ୍ ଡିରେକ୍ଟୋରୀକୁ ଯିବାକୁ ଚେଷ୍ଟା କରିବା |
07:58 କମାଣ୍ଡ୍ ପ୍ରମ୍ପ୍ଟ୍ ରେ cd ସ୍ପେସ୍ ଡଟ୍ ସ୍ଲାସ୍ ଡକ୍ୟୁମେଣ୍ଟ୍ସ୍(କ୍ୟାପିଟାଲ୍ D) ସ୍ଲାସ୍ ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
08:09 pwd ଟାଇପ୍ କରି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhata/Documentsରେ ଅଛେ |
08:19 କଣ୍ଟ୍ରୋଲ୍ L ଦାବି ସ୍କ୍ରୀନ୍ କ୍ଲିଅର୍ କରିବି, ଯେଉଁଥିରୁ ଆପଣ ସ୍ପଷ୍ଟ ଭାବରେ ଦେଖିପାରିବେ |
08:23 cd କମାଣ୍ଡ୍ ଦ୍ୱାରା ହୋମ୍ ଡିରେକ୍ଟୋରୀକୁ ଫେରିବା ପାଇଁ cd ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
08:32 pwd କମାଣ୍ଡ୍ ଦ୍ୱାରା ପୁଣି କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /home/gnuhataକୁ ଫେରିଆସିଛେ |
08:41 ଏକ ରିଲେଟିଭ୍ ପାଥ୍ ରେ ଆମେ / [ନ୍ୟାରେସନ୍- ସ୍ଲାସ୍] ଦ୍ୱାରା ପୃଥକ ହୋଇଥିବା ଯେକୌଣସି ସଂଖ୍ୟକ .. [ନ୍ୟାରେସନ୍ – ଡଟ୍ ଡଟ୍] ଏକତ୍ର କରିପାରିବା |
08:47 ଏହି ସ୍ଲାଇଡ୍ ରେ ଆମେ, ଫାଇଲ୍ ସିଷ୍ଟମ୍ ହାଇରାର୍କି ଦେଖିପାରିବା | ରୁଟ୍ କିମ୍ୱା / ଶୀର୍ଷରେ ଥାଏ | ହୋମ୍ ଓ ବିନ୍ ହେଉଛି ରୁଟ୍ ଅନ୍ତର୍ଗତ ଦୁଇଟି ସବ୍ ଡିରେକ୍ଟୋରୀ |

ୟୁଜର୍ ନେମ୍, ଏଠାରେ ହୋମ୍ ଅନ୍ତର୍ଗତ gnuhata ନାମକ ଡିରେକ୍ଟୋରୀ ଏକ ସବ୍ ଡିରେକ୍ଟୋରୀ ଅଟେ |

09:05 ତେବେ, ଆମେ ବର୍ତ୍ତମାନ /home/gnuhataରେ ଅଛେ | ଏବେ ଆମେ ବିନ୍ ଡିରେକ୍ଟୋରୀକୁ କିପରି ଯିବା?
09:12 କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ ଡଟ୍ ଡଟ୍ ସ୍ଲାସ୍ ଡଟ୍ ଡଟ୍ ସ୍ଲାସ୍ ବିନ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
09:23 pwd କମାଣ୍ଡ୍ ଦ୍ୱାରା କରେଣ୍ଟ୍ ଡିରେକ୍ଟୋରୀ ଦେଖନ୍ତୁ | ଆମେ /bin[ନ୍ୟାରେସନ୍ – ସ୍ଲାସ୍ ବିନ୍] ରେ ଅଛେ |
09:30 ପ୍ରଥମ .. [ନ୍ୟାରେସନ୍-ଡଟ୍ ଡଟ୍] ଆମକୁ /home/gnuhata [ନ୍ୟାରେସନ୍ – ସ୍ଲାସ୍ ହୋମ୍ ସ୍ଲାସ୍ ନୁହାଟା]ରୁ /home [ନ୍ୟାରେସନ୍-ସ୍ଲାସ୍ ହୋମ୍]କୁ ନେଇଯାଏ |
09:37 ପରବର୍ତ୍ତୀ ଟି ଆମକୁ /home ରୁ rootକୁ ନେଇଯାଏ |
09:43 ବର୍ତ୍ତମାନ / ବା ରୁଟ୍ ରୁ ଆମେ, /bin ଡିରେକ୍ଟୋରୀକୁ ଚାଲିଆସିଛେ |
09:48 cd କମାଣ୍ଡ୍ ଦ୍ୱାରା ଆମର ହୋମ୍ ଡିରେକ୍ଟୋରୀକୁ ଯିବା |
09:52 ଡିରେକ୍ଟୋରୀ ତିଆରି କରିବାକୁ ଆମେ mkdir କମାଣ୍ଡ୍ ବ୍ୟବହାର କରୁ |
09:56 ଆପଣଙ୍କୁ ତିଆରି କରିବାକୁ ଥିବା ଡିରେକ୍ଟୋରୀର ନାମ ଓ କମାଣ୍ଡ୍ ଟାଇପ୍ କରିବାକୁ ହେବ ଏବଂ କରେଣ୍ଟ୍ ଡିରେକ୍ଟୋରୀରେ ଏକ ଡିରେକ୍ଟୋରୀ ତିଆରି ହୋଇଯିବ |
10:04 Testdir ନାମକ ଡିରେକ୍ଟୋରୀ ତିଆରି କରିବାକୁ, "mkdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
10:15 ଏହା ସଫଳତାର ସହ testdir ଡିରେକ୍ଟୋରୀ ଗଠନ କରେ |
10:19 ଲକ୍ଷ୍ୟ କରନ୍ତୁ, ସଫଳତାପୂର୍ବକ ଡିରେକ୍ଟୋରୀ ଗଠନ କିମ୍ୱା ଅପସାରଣର କୌଣସି ସ୍ପଷ୍ଟ ନୋଟିଫିକେସନ୍ ନାହିଁ |
10:25 ଯଦି କୌଣସି ଏରର୍ ମେସେଜ୍ ନଆସେ, ତେବେ ଏହା ସଫଳ ଏକଜେକ୍ୟୁସନ୍ କୁ ଦର୍ଶାଏ |
10:30 ଟ୍ରୀ’ର ଯେକୌଣସି ସ୍ଥାନରେ ଡିରେକ୍ଟୋରୀ ତିଆରି କରିବାକୁ ଆମେ ରିଲେଟିଭ୍ ବା ଆବ୍ସୋଲ୍ୟୁଟ୍ ପାଥନେମ୍ ବ୍ୟବହାର କରିପାରିବା, ମାତ୍ର ଏପରି କରିବାର ଅନୁମତି ଥିବା ଏବଂ ସେହି ନାମରେ ଆଉ କୌଣସି ଡିରେକ୍ଟୋରୀ ପୂର୍ବରୁ ନଥିବା ଦରକାର |
10:43 ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଗଠନ କରିବାରେ ଏହି ପ୍ରକ୍ରିୟା ବ୍ୟବହୃତ ହୋଇପାରେ |
10:49 "mkdir ସ୍ପେସ୍ test1 ସ୍ପେସ୍ test2” ଟାଇପ୍ କରି ଏଣ୍ଟର୍ ଦାବନ୍ତୁ, ଏହା ପ୍ରେଜେଣ୍ଟ୍ ଡିରେକ୍ଟୋରୀରେ test1 ଓ test2 ନାମକ ଦୁଇଟି ଡିରେକ୍ଟୋରୀ ଗଠନ କରିବ |
11:06 "mkdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ |
11:20 ଏହା testtree ନାମକ ଡିରେକ୍ଟୋରୀ ଓ ତା’ ତଳେ test3 ନାମକ ସବ୍ ଡିରେକ୍ଟୋରୀ ଗଠନ କରିବ |
11:28 ଆମେ କରେଣ୍ଟ୍ ଡିରେକ୍ଟୋରୀରେ testdir,test1,test2 ଓ testtree ନାମକ ଚାରୋଟି ଡିରେକ୍ଟୋରୀ ତିଆରି କରିଛେ, ଯେଉଁଥିରୁ ପ୍ରଥମ ତିନୋଟି ଖାଲି ଏବଂ ଶେଷଟିରେ test3 ନାମକ ସବ୍ ଡିରେକ୍ଟୋରୀ ରହିଛି |
11:47 mkdir ଭଳି rmdir କମାଣ୍ଡ୍ ଅଛି, ଯାହା ଏକ ବା ଏକାଧିକ ଡିରେକ୍ଟୋରୀ ରିମୁଭ୍ କରିବାରେ ବ୍ୟବହୃତ ହୋଇଥାଏ |
11:56 "rmdir ସ୍ପେସ୍ test1" କମାଣ୍ଡ୍ ଟି test1 ଡିରେକ୍ଟୋରୀକୁ ସଫଳତାର ସହିତ ରିମୁଭ୍ କରେ |
12:09 ଆପଣ ଡିରେକ୍ଟୋରୀର ଓନର୍ ହୋଇଥିଲେ ହିଁ ଏହା ରିମୁଭ୍ କରିପାରିବେ, ଆପଣଙ୍କର କରେଣ୍ଟ୍ ଡିରେକ୍ଟୋରୀଟି ରିମୁଭ୍ ହେବାକୁ ଥିବା ଡିରେକ୍ଟୋରୀର ହାଇରାର୍କି ଭାବେ ଉପରେ ଥାଏ ଓ ତାହା ଖାଲି ଅଛି |
12:23 ଏବେ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree ସ୍ଲାସ୍ test3" ଟାଇପ୍ କରନ୍ତୁ
12:35 ଆମେ ବର୍ତ୍ତମାନ testtree ତଳେ ଥିବା test3 ସବ୍ ଡିରେକ୍ଟୋରୀରେ ଅଛେ |
12:42 "rmdir ସ୍ପେସ୍ testdir" କମାଣ୍ଡ୍ ଟାଇପ୍ କରି ଓ ଏଣ୍ଟର୍ ଦାବି testdir ଡିରେକ୍ଟୋରୀକୁ ରିମୁଭ୍ କରିବାକୁ ଚେଷ୍ଟା କରିବା |
12:55 ଏହା ହେବନାହିଁ, କାରଣ କରେଣ୍ଟ୍ ଡିରେକ୍ଟୋରୀଟି, ରିମୁଭ୍ ହେବାକୁ ଥିବା ହାଇରାର୍କି ଭାବେ ଡିରେକ୍ଟୋରୀର ଉପରେ ନାହିଁ |
13:02 ତେଣୁ ଆମକୁ ହାଇରାର୍କି ଭାବେ testdir ଡିରେକ୍ଟୋରୀ ଉପରେ ଥିବା ଡିରେକ୍ଟୋରୀକୁ ଯିବାକୁ ପଡିବ |
13:08 "cd ସ୍ପେସ୍ ଡଟ୍ ଡଟ୍ " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
13:14 ଏବେ, "cd ସ୍ପେସ୍ ଡଟ୍ ଡଟ୍" କମାଣ୍ଡ୍ ଟାଇପ୍ କରି ଆମର ପ୍ୟାରେଣ୍ଟ୍ ଡିରେକ୍ଟୋରୀକୁ ଫେରିଯିବା |
13:20 ଏବେ, ପୁଣି ପୂର୍ବ କମାଣ୍ଡ୍ ଚେଷ୍ଟା କରିବା |
13:24 "rmdir ସ୍ପେସ୍ testdir" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
13:30 testdirଟି ସଫଳତାର ସହିତ ଡିଲିଟ୍ ହୋଇଯାଇଛି | ଲକ୍ଷ୍ୟ କରନ୍ତୁ, testdir ଟି ମଧ୍ୟ ଖାଲି ଅଛି |
13:38 ଏକାଧିକ ଡିରେକ୍ଟୋରୀ କିମ୍ୱା ଡିରେକ୍ଟୋରୀଗୁଡିକର ହାଇରାର୍କି ଏକାଥରେ ରିମୁଭ୍ କରାଯାଇପାରେ | test3 ସବ୍ ଡିରେକ୍ଟୋରୀ ସହିତ testtree ଡିରେକ୍ଟୋରୀ ଡିଲିଟ୍ କରିବାକୁ ଚେଷ୍ଟା କରନ୍ତୁ |
13:48 କମାଣ୍ଡ୍ ପ୍ରମ୍ପ୍ଟ୍ ରେ "rmdir ସ୍ପେସ୍ testtree ସ୍ପେସ୍ testtree ସ୍ଲାସ୍ test3 " ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
14:02 ଦେଖନ୍ତୁ, ଏହା ଏକ ଏରର୍ ମେସେଜ୍ ଦେଉଛି ଯେ, 'testree' ଡିରେକ୍ଟୋରୀ ରିମୁଭ୍ ହୋଇପାରିବନି, କାରଣ ତାହା ଖାଲି ନାହିଁ |
14:11 ଯେଉଁ ଜିନିଷଟି ଆପଣ ଛାଡିଦେଇପାରିଥା’ନ୍ତି, ତାହା ହେଉଛି testtree/test3ଟି ଖାଲି ଥିବାରୁ ଡିଲିଟ୍ ହୋଇଯାଇଛି |
14:19 ତାହା ଦେଖିବାକୁ କମାଣ୍ଡ୍ ପ୍ରମ୍ପ୍ଟ୍ ରେ "cd ସ୍ପେସ୍ testtree" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ |
14:27 ଏବେ "ls" ଟାଇପ୍ କରି ଏଣ୍ଟର୍ ଦାବନ୍ତୁ | ଦେଖନ୍ତୁ, ଡିରେକ୍ଟୋରୀରେ କିଛି ନାହିଁ | test3 ଡିଲିଟ୍ ହୋଇଯାଇଛି |
14:36 ଏହି ଲିନକ୍ସ୍ ଟ୍ୟୁଟୋରିଆଲ୍ ରେ ଆମେ, ଲିନକ୍ସ୍ ଫାଇଲ୍ ଓ ଡିରେକ୍ଟୋରୀ ଏବଂ ଲିନକ୍ସ୍ ଡିରେକ୍ଟୋରୀରେ କାମ କରିବା ସହିତ ସେଗୁଡିକୁ ଦେଖିବା, ସେଗୁଡ଼ିକ ମଧ୍ୟରେ ମୁଭ୍ କରିବା, ତିଆରି କରିବା ଓ ରିମୁଭ୍ କରିବା ବିଷୟରେ ଶିଖିଲେ |
14:49 ଏହା ସ୍ପୋକେନ୍ ଟ୍ୟୁଟୋରିଆଲ୍ ର ସମାପ୍ତିକୁ ଆଣେ | ସ୍ପୋକେନ୍ ଟ୍ୟୁଟୋରିଆଲ୍ ପ୍ରୋଜେକ୍ଟ୍, ଟକ୍ ଟୁ ଏ ଟିଚର୍ ପ୍ରୋଜେକ୍ଟର ଏକ ଅଂଶ, ଯାହା ଭାରତ ସରକାରଙ୍କ MHRDର ICT ମାଧ୍ୟମରେ ରାଷ୍ଟ୍ରୀୟ ସାକ୍ଷରତା ମିଶନ୍ ଦ୍ୱାରା ସମର୍ଥିତ |
15:03 ଏହି ବିଷୟରେ ଅଧିକ ବିବରଣୀ ନିମ୍ନ ଲିଙ୍କ୍ ରେ ଉପଲବ୍ଧ |
15:08 ଆଇଆଇଟି ମୁମ୍ୱଇ ତରଫରୁ ମୁଁ ପ୍ରଦୀପ ଚନ୍ଦ୍ର ମହାପାତ୍ର ଆପଣଙ୍କଠାରୁ ବିଦାୟ ନେଉଛି |ଆମ ସହିତ ଜଡ଼ିତ ହୋଇଥିବାରୁ ଧନ୍ୟବାଦ |

Contributors and Content Editors

Devraj, Gaurav, Manoranjan, PoojaMoolya, Pradeep